ବଙ୍ଗଳା ଓ ଆସାମରେ ବିଜେପିର ଦବଦବା…ତାମିଲନାଡୁରେ ବିଜୟଙ୍କ ‘ବ୍ଲକବଷ୍ଟର’ ଏଣ୍ଟ୍ରି
ଆଜି ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ସାରା ଦେଶକୁ ଚକିତ କରିଛି। ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀର ଭୋଟ୍ ଗଣତି ପରେ ନୂଆ ସରକାର ଗଠନ ପାଇଁ ପଥ ପରିଷ୍କାର ହୋଇଛି। ୧. ପଶ୍ଚିମବଙ୍ଗ: ପଦ୍ମ ...





