ମଧ୍ୟପ୍ରାଚ୍ୟ ଯୁଦ୍ଧର ନିଆଁ ଭିତରେ ଜୟଶଙ୍କର ଦେଲେ ବଡ଼ ବୟାନ by M M March 26, 2026 0 ମଧ୍ୟପ୍ରାଚ୍ୟ ଯୁଦ୍ଧର ଘନଘଟା ଭିତରେ ଭାରତର ବୈଦେଶିକ ମନ୍ତ୍ରୀ ଜୟଶଙ୍କରଙ୍କର ଏକ ବଡ଼ ବୟାନ ସାମ୍ନାକୁ ଆସିଛି । ସେ କହିଛନ୍ତି, ଯୁଦ୍ଧକୁ ନେଇ ଭାରତ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିସାରିଛି । ଆମେରିକା ଏବଂ ଇରାନ ମଧ୍ୟରେ ସମାଧାନ ପାଇଁ ...