ପ୍ରକାଶ ପାଇଲା ICSE ରେଜଲ୍ଟ: ଜାଣନ୍ତୁ କେମିତି ଓ କେଉଁଠି ଦେଖିବେ ପରୀକ୍ଷାଫଳ
ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ପ୍ରକାଶ ପାଇଛି ଚଳିତ ବର୍ଷର ICSE (ଦଶମ) ଏବଂ ISC (ଦ୍ୱାଦଶ) ପରୀକ୍ଷା ଫଳ। କାଉନସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ସାମିନେସନ୍ସ (CISCE) ପକ୍ଷରୁ ଆଜି ଆନୁଷ୍ଠାନିକ ଭାବେ ଏହି ରେଜଲ୍ଟ ଘୋଷଣା ...










