ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଛି ଭାରତ by newsroom March 2, 2025 0 ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫ ...