ନିର୍ବାଚନ ସରୁ ସରୁ ହଜାରେ ଟଙ୍କା ବଢ଼ିଗଲା LPG ସିଲିଣ୍ଡର ଦର…!
ପାଞ୍ଚ ରାଜ୍ୟରେ ନିର୍ବାଚନ ଶେଷ ହେଉ ହେଉ ସାଧାରଣ ଜନତାଙ୍କୁ ଲାଗିଛି ବଡ଼ ମହଙ୍ଗା ମାଡ଼। ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଅଶାନ୍ତି ମଧ୍ୟରେ ଦେଶରେ ପୁଣି ଥରେ ବୃଦ୍ଧି ପାଇଛି LPG ସିଲିଣ୍ଡର ଦର। ଆଜିଠାରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ବାଣିଜ୍ୟିକ ...







