ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…
ସରିଲା ସମସ୍ତ ଅପେକ୍ଷା। ଆଜି ମାଧ୍ୟମିକ ଶିକ୍ଷା ପରିଷଦ (BSE) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ଔପଚାରିକ ...








