ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ by M M September 30, 2024 0 ଆସୁଛି ଲଘୁଚାପ, ବର୍ଷିବ ଜୋର । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ।ଏହାର ପ୍ରଭାବରେ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ...