Tag: news

ଗିରଫ ହେଲେ କାମାକ୍ଷାନଗର ଉପଜିଲ୍ଲାପାଳ

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ। କାଲି ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକଙ୍କ ଘରେ ରେଡ୍‌ ହୋଇଥିଲା । କାର୍ଯ୍ୟାଳୟ, ସରକାରୀ ବାସଭବନରେ ଚଢାଉ କରିଥିଲା ଭିଜିଲାନ୍ସ ।

ଆସନ୍ତାକାଲିଠୁ 3100 ଟଙ୍କାରେ ସବୁ ଧାନ କିଣିବେ ରାଜ୍ୟ ସରକାର

ଆସନ୍ତାକାଲିଠୁ ଧାନ କିଣା ଆରମ୍ଭ । ଏଥିପାଇଁ 200ଟି ବୃହତ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି । 3100 ଟଙ୍କାରେ ସବୁ ଧାନ କିଣିବେ ରାଜ୍ୟ ସରକାର। ଆସନ୍ତାକାଲିଠୁ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ପ୍ରଥମ ଥର ...

ବ୍ରାଜିଲରେ ଅନୁଷ୍ଠିତ ଜି୨୦ ସମ୍ମିଳନୀରେ ବାଇଡେନ୍‌ଙ୍କୁ ଭେଟିଲେ ମୋଦି

ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲର ରିଓ ଡି ଜନେଇରୋରେ ପହଞ୍ଚତ୍ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ଆମେରିକାର ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନ୍‌, ବ୍ରାଜିଲ ରାଷ୍ଟ୍ରପତି ଲୁଲା ଡା ସିଲ୍‌ଭା ଏବଂ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁରେରେସ୍‌ଙ୍କ ସମେତ ଅନେକ ...

ବିବାହବନ୍ଧନରେ ବାନ୍ଧି ହେବେ ସାଉଥଷ୍ଟାର ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା

ସାଉଥ ଷ୍ଟାର ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଏବେ ଚର୍ଚ୍ଚାରେ |ସେମାନଙ୍କ ସମ୍ପର୍କକୁ ବହୁତ ଲୁଚାଇ ରଖିଥିବା ବେଳେ ଅଗଷ୍ଟ ମାସ ଆରମ୍ଭରେ, ସେମାନେ ନିର୍ବନ୍ଧ କରି ପରସ୍ପରକୁ ଭଲ ପାଉଥିବା ବିଷୟରେ ସାର୍ବଜନୀନ କରିଥିଲେ । ଏବେ ଚୈତନ୍ୟ ...

ଡିସେମ୍ବର ୩ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ...

ହାତକୁ ଦୁଇ ହାତ ହେଲେ, ବିବାହ ବନ୍ଧନରେ ବାନ୍ଧିହେଲେ ଏଲିନା

ଓଲିଉଡର ଚୁଲବୁଲି ନାୟିକା ଏଲିନା ସାମନ୍ତରାୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଲମ୍ବା ସମୟ ଧରି ପ୍ରେମିକ ଅନୁରାଗଙ୍କ ସହିତ ସମ୍ପର୍କରେ ରହିବା ପରେ ନଭେମ୍ବର ୧୭ ତାରିଖ ରବିବାର ଇଣ୍ଡୋନେସିଆ ବାଲିର ଏକ ହୋଟେଲରେ ବିଧିବଦ୍ଧ ଭାବେ ବିବାହ କରିଛନ୍ତି। ...

ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ରେଡ

ଭିଜିଲାନ୍ସ ଜାଲରେ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫେୟାର କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା। ଆଜି ସକାଳେ ତାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଆରମ୍ଭ କରିଥିଲା। ତାଙ୍କ ଘର ସମେତ ଚାରିଟି ସ୍ଥାନରେ ଚାଲିଛି ଚଢ଼ାଉ। ଭୁବନେଶ୍ବରରେ ...

Page 19 of 55 1 18 19 20 55

ଆଜିର ପାଗ

March 30, 2026, 12:20 AM
 

S
Partly cloudy
27°C
3 m/s
Apparent: 32°C
Pressure: 1007 mb
Humidity: 87%
Winds: 3 m/s S
Windgusts: 8.7 m/s
UV-Index: 0
Precip.: 0mm /35% / Rain
Sunrise: 5:42 AM
Sunset: 5:59 PM
 

Welcome Back!

Login to your account below

Retrieve your password

Please enter your username or email address to reset your password.

Add New Playlist