ଓଡିଶାରେ ପଡିବ ଶୀତର ପ୍ରଭାବ; କଣ କହିଲେ ସନ୍ଦୀପ ପଟ୍ଟନାୟକ |
ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରେକର୍ଡ କରାଯାଉଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକଠାରୁ କମ୍ ରହୁଛି। ଆସନ୍ତା ୧୬ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିପାରେ। ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ...







