ବାତ୍ୟା ଦାନାରେ ୬୦୦ କୋଟି ଟଙ୍କାର କ୍ଷତି, ସୂଚନା ଦେଲେ ସୁରେଶ ପୂଜାରୀ
ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ବାଲେଶ୍ୱର, ଭଦ୍ରକ ...







