ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ
ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର

Tag: news

କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ଜଣାପଡ଼ିଲା

କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ଜଣାପଡ଼ିଲା

କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ କେତେ ଟଙ୍କା ଖର୍ଚ୍ଚ ହୋଇଛି । ଏନେଇ ଅନେକ ଚର୍ଚା ପରେ ଏବେ ଜଣାପଡିଛି ନିର୍ବାଚନ ପୂର୍ବରୁ ୧୫କୋଟି ଟଙ୍କା ଉଡିଛି ପାଣ୍ଡିଆନଙ୍କ ପ୍ରଚାରରେ। ଗତ ୫ବର୍ଷରେ ରାଜ କୋଷରୁ  ପ୍ରଚାର ପାଇଁ ମୋଟ ୪୫୨କୋଟି ୯୬ଲକ୍ଷ ...

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ କଣ କହିଲେ ମୁଖ୍ୟମନ୍ତ୍ରୀ

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ କଣ କହିଲେ ମୁଖ୍ୟମନ୍ତ୍ରୀ

ଆଜି ବିଧାନସଭାରେ ଜଳସମ୍ପଦ ବିଭାଗର ଖର୍ଚ୍ଚଦାବି ଆଲୋଚନାର ଉତ୍ତର ରଖିବା ଅବସରରେ ଦୁର୍ନୀତିଗ୍ରସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଏମିତି ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  । ରାଜ୍ୟ ତଥା ଲୋକଙ୍କ ବିକାଶ କ୍ଷେତ୍ରରେ ଦୁର୍ନୀତି ବଡ଼ ପ୍ରତିବନ୍ଧକ। ତେଣୁ ...

ରେଳମନ୍ତ୍ରୀଙ୍କ ବଡ଼ ଘୋଷଣା

ରେଳମନ୍ତ୍ରୀଙ୍କ ବଡ଼ ଘୋଷଣା

ଓଡିଶା କୁ କେନ୍ଦ୍ର ସରକାର ଦେଇଛନ୍ତି ବଡ ଉପହାର | ପଶ୍ଚିମ ଓଡ଼ିଶାରେ ୨ଟି ନୂଆ‌ ରେଳ ପ୍ରକଳ୍ପ ନିର୍ମାଣକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ କରିଛନ୍ତି |ଏହି ୨ଟି ପ୍ରକଳ୍ପ ବରଗଡ଼, ନୂଆପଡ଼ା ଓ ସୁନ୍ଦରଗଡ଼ ଦେଇ ଯିବ। କେନ୍ଦ୍ର ରେଳମନ୍ତ୍ରୀ ...

ଜୟ ଶାହ ହେଲେ ଆଇସିସି ର ଅଧ୍ୟକ୍ଷ

ଜୟ ଶାହ ହେଲେ ଆଇସିସି ର ଅଧ୍ୟକ୍ଷ

ବିସିସିଆଇ ସମ୍ପାଦକ ଜୟ ଶାହ ଆଇସିସିର ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଜି ଆଇସିସି ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଥିଲା । ଏହି ମର୍ଯ୍ୟାଦାଜନକ ପଦ ପାଇଁ ଜୟ ଶାହଙ୍କ ବ୍ୟତୀତ ଆଉ କେହି ...

ବିଧାନସଭା ଗୃହରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ମନା : ବାଚସ୍ପତି

ବିଧାନସଭା ଗୃହରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ମନା : ବାଚସ୍ପତି

ବିଧାନସଭା ଗୃହରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୁରମା ପଢି | ଗୃହରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ଚାଲିଥିବା ବେଳେ ସମସ୍ତ ଶାସକ ଓ ବିରୋଧୀ ଦଳ ଶୃଙ୍ଖଳା ବଜାୟ ରଖିବା ପାଇଁ ...

ସିଏମ କିଷାନ ଯୋଜନା ଆରମ୍ଭ ହେବ

ସିଏମ କିଷାନ ଯୋଜନା ଆରମ୍ଭ ହେବ

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ସିଏମ କିଷାନ ଯୋଜନା ଆରମ୍ଭ ହେବ  । ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା ଏବଂ ବର୍ଷକୁ ୨ଟି କିସ୍ତିରେ ମିଳିବ ...

ସୋଆରେ ରାଇଜ୍ କନ୍‌କ୍ଲେଭ

ସୋଆରେ ରାଇଜ୍ କନ୍‌କ୍ଲେଭ

ଗବେଷକମାନଙ୍କୁ ଗବେଷଣା ନିମନ୍ତେ ଉପଯୁକ୍ତ ବିଷୟବସ୍ତୁ, ସାହାଯ୍ୟ ଓ ମଂଚ ଯୋଗାଇବାରେ ସହାୟକ ହେଉଥିବା ବିଶ୍ୱସ୍ତରୀୟ ପ୍ରକାଶନ ସଂସ୍ଥା ସ୍ପ୍ରିଞ୍ଜର ନେଚର ଦ୍ୱାରା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ମଙ୍ଗଳବାର ‘ରିସର୍ଚ୍ଚ ଇନ୍‌ଟିଗ୍ରିଟି ଇନ୍ ସାଇନ୍ସ ଆଣ୍ଡ ଏଜୁକେସନ୍‌’ (ରାଇଜ୍‌) କାର୍ଯ୍ୟକ୍ରମ ...

Page 37 of 53 1 36 37 38 53

ଆଜିର ପାଗ

December 28, 2025, 12:49 PM
 

NE
Mainly clear
25°C
0.6 m/s
Apparent: 17°C
Pressure: 1015 mb
Humidity: 95%
Winds: 0.6 m/s NE
Windgusts: 4.4 m/s
UV-Index: 0
Precip.: 0mm /0% / Rain
Sunrise: 6:20 AM
Sunset: 5:15 PM