କାନାଡ଼ାରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ
ଖଲିସ୍ତାନୀମାନେ ବ୍ରମ୍ପଟନରେ ହିନ୍ଦୁସଭା ମନ୍ଦିରକୁ ଆକ୍ରମଣ କରିବା ସହ କିଛି କର୍ମକର୍ତ୍ତାଙ୍କୁ ଠେଲାପେଲା କରି ମାଡ ମାରିଛନ୍ତି। ଏହାକୁ ନେଇ କାନାଡା ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ନିନ୍ଦା କରାଯିବା ସହ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି । କାନାଡାରେ ଥିବା ...








