ସେନା ଗାଡ଼ି ଉପରକୁ ଗୁଳି ଚଳାଇଲେ ଆତଙ୍କବାଦୀ
ଜମ୍ମୁ-କଶ୍ମୀରର ଅଖନୋର ସେକ୍ଟରରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଏକ ଦଳ ଏକ ସେନା ଗାଡି ଉପରକୁ ଗୁଳି ଚଳାଇଥିବା ଅଭିଯୋଗ ହୋଇଛି। ତେବେ ଏହି ଗୁଳି ଚାଳନାରେ କାହାରି କିଛି କ୍ଷୟକ୍ଷତି ହୋଇନାହିଁ। ଏବେ ଜମ୍ମୁ-କଶ୍ମୀରର ଅଖନୋରଠାରେ ବ୍ୟାପକ ସର୍ଚ୍ଚ ଅପରେସନ ଚାଲିଛି। ...







