ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା
ସୁଭଦ୍ରା ସଚେତନତା ରଥର ଉଦ୍ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ ପାଇପାରିବେ। ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ରଥର ଶୁଭାରମ୍ଭ ...







