Tag: odia

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ହେବନି: ମୁଖ୍ୟମନ୍ତ୍ରୀ

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ହେବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନ ହେବନି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ଗଣମାଧ୍ୟମରେ ପ୍ରକାଶ କରିଛନ୍ତି । ରାଜ୍ୟସ୍ତରରେ କୃତୀ କୀଡ଼ାବିତ୍‌ଙ୍କୁ ପ୍ରୋତ୍ସାହନ ଭାବେ ପ୍ରଦାନ କରାଯାଉଥିବା ଏହି କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନ ...