କଣ୍ଟେନରରୁ ବୋହିନେଲେ ଖାଦ୍ୟ ସାମଗ୍ରୀ by M M September 3, 2024 0 କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ବେଳାଭୂମିରେ ଗଭୀର ସମୁଦ୍ରରୁ ଭାସି ଆସିଥିବା ୨ଟି କଣ୍ଟେନର ଲାଗିଥିଲା। ଏଥିରେ ପ୍ରସାଧାନ ସାମଗ୍ରୀଠୁ ଆରମ୍ଭ କରି ଘରକରଣା, ରୋଷେଇ ଓ ଖାଦ୍ୟ ସାମଗ୍ରୀ ଥିଲା। ସାତଭାୟାବାସୀ ବିସ୍ଥାପିତ ହେବା ପରେ ରାଜନଗର ବନ ...
କିଏ କରିଛି ରାଜଧାନୀର ଜମି ଜବରଦଖଲ ? 30 ଏକର ଜମି କବଜାରେ by M M September 3, 2024 0 ରାଜଧାନୀରେ ଜମି ଜବରଦଖଲ । ଏକର ଏକର ଜମି ଜବରଦଖଲ ହୋଇଛି । ଲୋକେ ମୁଣ୍ଡ ଗୁଞ୍ଜିବାକୁ ହନ୍ତସନ୍ତ ହେଉଥିବା ବେଳେ 30 ଏକର ଜମି ଜବରଦଖଲ କାରୀଙ୍କ କବଜାରେ ରହିଛି । ଏହା ମଧ୍ୟରେ ସର୍ବାଧିକ ସାମପୁର ମଉଜାର 27 ...
ସନ୍ଦୀପ ଘୋଷ ଗିରଫ ସେପଟେ ନୂଆ ଆଇନ ଆଣିଲେ ମମତା by M M September 3, 2024 0 କୋଲକାତା ବଳାତ୍କାର ମାମଲାରେ ସିବିଆଇ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆର୍.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ ଗିରଫ କରିଥିବା ବେଳେ ଏପଟେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମୀ ଓ ହତ୍ୟା ମାମଲାକୁ ନେଇ ଚାଲିଥିବା ବ୍ୟାପକ ଆନ୍ଦୋଳନ ମଧ୍ୟରେ ...
ଖୋଲିଲା ସୁଭଦ୍ରା ପୋର୍ଟାଲ :ପ୍ରଥମେ କିଏ ପାଇବେ ଟଙ୍କା by M M September 2, 2024 0 ଖୋଲିଲା ସୁଭଦ୍ରା ପୋର୍ଟାଲ । ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନା 'ସୁଭଦ୍ରା'ର ପୋର୍ଟାଲ ଆସିଯାଇଛି। ଉନ୍ମୋଚନ ହେଲା ‘ସୁଭଦ୍ରା’ ପୋର୍ଟାଲ। ‘ସୁଭଦ୍ରା’ ସମ୍ପର୍କିତ ସମସ୍ତ ସୂଚନା ପୋର୍ଟାଲରେ ଉପଲବ୍ଧ ହେବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି। ସାଧାରଣ ...
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ଅବପାତର ରୂପ ନେଇଛି by M M September 1, 2024 0 ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ...
ସୁନୀତି ମୁଣ୍ଡ ଭାଜପାରୁ ନିଲମ୍ବିତ by M M September 1, 2024 0 ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଭୁବନେଶ୍ୱର ମହନଗର ନିଗମ(ବିଏମ୍ସି) ପୂର୍ବତନ ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ୍ଙ୍କୁ ଭାଜପାରୁ ନିଲମ୍ବିତ କରାଯାଇଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା ଭାଜପା ...
ଦୁର୍ଗାପୂଜା ଭସାଣିରେ ବାଜିବନି ଡିଜେ by M M September 1, 2024 0 ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର। କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ ପୋଲିସ କମିଶନର ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୧୪ରେ ଭସାଣି ହେବାକୁ ଥିବା ବେଳେ ଡିଜେକୁ ...
ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ by M M September 1, 2024 0 ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ ଜିଲାରେ ହିତାଧିକାରୀଙ୍କ ...
ଭିଜିଲାନ୍ସ ହାତରେ ଧରାପଡ଼ିଲେ କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ by M M September 1, 2024 0 ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ୨୫ହଜାର ଟଙ୍କା ଲାଞ୍ଚ ଟଙ୍କା ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ରାୟଗଡ଼ା ସହରର ଫରେଷ୍ଟ କଲୋନୀ ଲେନରେ ଥିବା ନିଜ ବାସଭବନରେ ସଂଧ୍ୟାରେ ଅଭିଯୋଗକାରୀ ଗ୍ରାମସାଥୀ କ୍ଷେତ୍ର ...
ରାଜ୍ୟସଭା ପ୍ରାର୍ଥୀଙ୍କୁ ନେଇ ମୁହଁ ଖୋଲିଲେ ମନମୋହନ by M M August 24, 2024 0 ରାଜ୍ୟସଭା ପ୍ରାର୍ଥୀଙ୍କୁ ନେଇ ମୁହଁ ଖୋଲିଲେ ମନମୋହନ, କହିଲେ ମମତା ହେଉଛନ୍ତି ବିଜେପି ର ରାଜ୍ୟ ପାର୍ଥୀ ଜଗନ୍ନାଥ ନୁହନ୍ତି | ଆସନ୍ତୁ ଦେଖିବା ସମ୍ପୂର୍ଣ ଖବର | https://www.youtube.com/watch?v=hoyWJB56AVA