ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Tag: odisha

ବନ୍ଦ ହେଲା ‘ନୂଆ-ଓ’

ବନ୍ଦ ହେଲା 'ନୂଆ-ଓ' ଯୋଜନା । ନୂଆ ଓ କାର୍ଯ୍ୟକ୍ରମକୁ ବନ୍ଦ କଲେ ମୋହନ ଚରଣ ମାଝୀ ସରକାର। ନୂଆ ସରକାରରେ ୟୁଜି ଓ ପିଜି ପିଲାଙ୍କୁ ଆର୍ଥିକ ସହାୟତା ଦେବାକୁ ଆରମ୍ଭ ହେବ ନୂଆ ଯୋଜନା। ନାଁ ଫାଇନାନସିଆଲ୍‌ ଆସିଷ୍ଟାଟନ୍ସ ...

ଦଳରୁ ବିଦା ହେଲା ପରେ ଗିରଫ ହେଲେ ସସ୍ମିତା

କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଠକେଇ ମାମଲାରେ ଯୋଡିହୋଇଥିବା ମାଲକାନଗିରି ମାଥିଲି ବ୍ଲକ ୩ ନମ୍ବର ଜୋନର ଜିଲାପରିଷଦ ସଭ୍ୟା ସସ୍ମିତା ମାଝିଙ୍କୁ ଶୁକ୍ରବାର  ଗିରଫ କରାଯାଇଛି।  ଜଗତସିଂହପୁରରୁ ପୋଲିସ  ସସ୍ମିତାଙ୍କୁ ଗିରଫ ...

ସୁଭଦ୍ରା ଯୋଜନା : ଜାରି ହେଲା ଟୋଲ ଫ୍ରି ନମ୍ବର

ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ସୁଭଦ୍ରା ଆରମ୍ଭ କରିଛନ୍ତି। ମହିଳାମାନଙ୍କୁ ମାନଙ୍କୁ ଆର୍ଥିକ ସହାୟତ ୟତା ପ୍ରଦାନ କରି ସେମାନଙ୍କ ଆର୍ଥକ ସ୍ୱାଧୀନତା ତଥା ଡିଜିଟାଲ ଆର୍ଥିକ ସାକ୍ଷରତାକୁ ପ୍ରୋତ୍ସାହିତ କରି କରିବା ଏହି ଯୋଜନ ଯୋଜନାର ...

ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ

ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ। ଏ ନେଇ ସବୁ ଜିଲାପାଳ ଏବଂ ବିଭାଗକୁ ମହିଳା ...

ଦର୍ଶନ ପାଇଁ ଗ୍ରହଣ କରାଯିବ ନୂଆ ବ୍ୟବସ୍ଥା

ଶୁକ୍ରବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭକ୍ତମାନଙ୍କ ସହଜ ଦର୍ଶନଠାରୁ ଆରମ୍ଭ କରି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ...

E-KYC ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ, ପର୍ଯ୍ୟାପ୍ତ ସମୟ ମିଳିବ

E-KYC ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ, ପର୍ଯ୍ୟାପ୍ତ ସମୟ ମିଳିବ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚିନ୍ତା କରିବା ଆବଶ୍ୟକ ନାହିଁ, ସର୍ଭେ କେବଳ ମୃତ ଓ ଅଯୋଗ୍ୟଙ୍କ ପାଇଁ ...

ମମତାଙ୍କ ଚେତାବନୀକୁ ନେଇ ତାତିଲେ ବିଜେପି ମୁଖ୍ୟମନ୍ତ୍ରୀ

ମୋଦିଙ୍କୁ ଟାର୍ଗେଟ କଲେ ମମତା ଦିଦି । ଏହା ପରେ ଏବେ ରାଜନୀତି ଜୋର ଧରିଛି ।  ପ୍ରଧାନମନ୍ତ୍ରୀଙ୍କୁ ଧମକ ଦେଇ ଦିଦି କହିଥିଳେ  ପଶ୍ଚିମବଙ୍ଗ ଜଳାଇଲେ  ବିଜେପି ଶାସିତ ରାଜ୍ୟ ବି ଜଳିବ । ଦିଲ୍ଳୀ ବି ଜଳିବ  । ...

କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ଜଣାପଡ଼ିଲା

କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ କେତେ ଟଙ୍କା ଖର୍ଚ୍ଚ ହୋଇଛି । ଏନେଇ ଅନେକ ଚର୍ଚା ପରେ ଏବେ ଜଣାପଡିଛି ନିର୍ବାଚନ ପୂର୍ବରୁ ୧୫କୋଟି ଟଙ୍କା ଉଡିଛି ପାଣ୍ଡିଆନଙ୍କ ପ୍ରଚାରରେ। ଗତ ୫ବର୍ଷରେ ରାଜ କୋଷରୁ  ପ୍ରଚାର ପାଇଁ ମୋଟ ୪୫୨କୋଟି ୯୬ଲକ୍ଷ ...

ମଣିଷଙ୍କୁ  ବାର୍ଡ ଫ୍ଲୁ ସଂକ୍ରମଣ  ହୋଇନି : ସ୍ୱାସ୍ଥ୍ୟମନ୍ତ୍ରୀ

ମଣିଷଙ୍କୁ  ବାର୍ଡ ଫ୍ଲୁ ସଂକ୍ରମଣ  ହୋଇନି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା, ତାହା ନେଗେଟିଭ ଆସିଛି। ନିରାକରଣ ଦୃଷ୍ଟିରୁ ଜଣଙ୍କୁ ଆଇସୋସଲେସନରେ ରଖାଯାଇଛି।ବାର୍ଡ ଫ୍ଲୁ ନେଇ ସ୍ୱାସ୍ଥ୍ୟ ବିଭାଗ ...

Page 45 of 60 1 44 45 46 60

ଆଜିର ପାଗ

March 13, 2026, 11:27 AM
 

S
Partly cloudy
32°C
3.8 m/s
Apparent: 31°C
Pressure: 1009 mb
Humidity: 91%
Winds: 3.8 m/s S
Windgusts: 9.7 m/s
UV-Index: 0
Precip.: 0mm /0% / Rain
Sunrise: 5:56 AM
Sunset: 5:55 PM