ଇରାନର ଚେତାବନୀ…ଏମିତି ଅସ୍ତ୍ର ପ୍ରୟୋଗ କରିବୁ ଆମେରିକାର “ହାର୍ଟ ଆଟାକ୍” ଆସିପାରେ…
ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିକୁ ନେଇ ଚାଲିଥିବା ଆଲୋଚନା ଏକ ପ୍ରକାର ବନ୍ଦ ହୋଇଯାଇଥିବା ବେଳେ, ଏବେ ଇରାନ ପକ୍ଷରୁ ଆସିଛି ଏକ ବଡ଼ ବୟାନ। ଇରାନ ନିଜର ସାମରିକ ଶକ୍ତି ପ୍ରଦର୍ଶନ କରିବାକୁ ଯାଇ ଆମେରିକା ଓ ...









