ଆଜି ରାତିରେ ଦେଶବାସୀଙ୍କୁ କଣ କହିବେ ମୋଦି…? ସମସ୍ତଙ୍କ ନଜର
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ। ଏହି ଅଭିଭାଷଣ ଉପରେ ସାରା ଦେଶର ନଜର ରହିଛି। କେଉଁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ପ୍ରଧାନମନ୍ତ୍ରୀ କହିବେ ସେନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ...








