ମମତା ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ by M M August 20, 2024 0 କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ। ଘଟଣାରେ ବହୁ ବିଳମ୍ବରେ ଏଫ୍ଇଆର୍ ରୁଜୁ ହୋଇଥିବା ନେଇ ଉଠାଇଲେ ପ୍ରଶ୍ନ। ଏତେବଡ଼ ଘଟଣାକୁ ହେୟ କିପରି ନେଲେ ବୋଲି ପ୍ରଶ୍ନ କଲେ ...