ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା…ସତର୍କ ସୂଚନା ଜାରି
ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ କେତେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଝଡ଼ବର୍ଷା ପାଇଁ ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ଆଲର୍ଟ ...









