ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ମମତାଙ୍କୁ ଘେରିଲା ବିଜେପି by M M October 12, 2025 0 ପଶ୍ଚିମବଙ୍ଗର ଦୁର୍ଗାପୁରରେ ଗତ ୧୦ ଅକ୍ଟୋବର (ଶୁକ୍ରବାର) ରାତିରେ ଜଣେ ଓଡ଼ିଆ ମେଡିକାଲ୍ ଛାତ୍ରୀଙ୍କ ସହ ଜଘନ୍ୟ ଗଣଦୁଷ୍କର୍ମ ଘଟିଛି। ଏହି ପୀଡ଼ିତାଙ୍କ ଘର ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର । ସେ ଦ୍ୱିତୀୟ ବର୍ଷର ଛାତ୍ରୀ। ସେ ଦୁର୍ଗାପୁରର ଏକ ...