• Latest
  • Trending
କେତେ ଧନୀ ହେଲେ ତାରା ପଟ୍ଟନାୟକ ?

କେତେ ଧନୀ ହେଲେ ତାରା ପଟ୍ଟନାୟକ ?

August 31, 2024
ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

August 9, 2025

ଏବେ ବିଦେଶୀ ନୁହେଁ ସ୍ବଦେଶୀ ! କଣ ପଡ଼ିବ ପ୍ରଭାବ

August 9, 2025

ଭୋଟ ଚୋରି

August 9, 2025

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025
  • About
  • Careers
  • Contact Us
Saturday, August 9, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

କେତେ ଧନୀ ହେଲେ ତାରା ପଟ୍ଟନାୟକ ?

by M M
August 31, 2024
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଧନୀ ହେଲେ ତାରା ପଟ୍ଟନାୟକ । ଓଡ଼ିଶାର ବିଶିଷ୍ଟ ଶିଳ୍ପପତି ତଥା ଫାଲକନ୍ ଗ୍ରୁପର ପ୍ରତିଷ୍ଠାତା ତାରା ରଞ୍ଜନ ପଟ୍ଟନାୟକ ଏବେ  ଧନୀ ତାଲିକାରେ ସ୍ଥାନ ପାଇଛନ୍ତି । ‘ହୁରୁନ୍ ଇଣ୍ଡିଆ’ ଧନୀ ବ୍ୟକ୍ତିଙ୍କ ତାଲିକା ୨୦୨୪’ରେ ସ୍ଥାନ ପାଇଛନ୍ତି ତାରା ପଟ୍ଟନାୟକ । ଏଥିରେ ସେ ସାରା ଭାରତରେ ୫୪୦ତମ ସ୍ଥାନରେ ରହିଛନ୍ତି। ତାରା ରଞ୍ଜନ ପଟ୍ଟନାୟକ ଓ ତାଙ୍କ ପରିବାରର ମୋଟ ସମ୍ପତ୍ତି ୪,୯୦୦ କୋଟି ଟଙ୍କାର ହୋଇଥିବା ତାଲିକାରେ ଆକଳନ କରାଯାଇଛି।

ଫାଲକନ୍ ଗ୍ରୁପ ଓଡ଼ିଶାରେ ୪୦ ବର୍ଷ ପୂର୍ବେ ପ୍ରତିଷ୍ଠା ହୋଇଥିଲା। ଆରମ୍ଭରୁ ତାରା ରଞ୍ଜନ ପଟ୍ଟନାୟକ କମ୍ପାନିର କାରବାର ବୃଦ୍ଧି ଦିଗରେ କାର୍ଯ୍ୟ କରି ଆସିଛନ୍ତି। ଆଜି ଫାଲକନ୍ ମେରିନ୍ ଏକ୍ସପୋର୍ଟସର ଭାରତର ସବୁଠୁ ବଡ଼ ସିଫୁଡ ରପ୍ତାନିକାରୀ କମ୍ପାନି ପାଲଟିଛି। ଏହି ଗ୍ରୁପ୍ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ଗୁଜରାଟ ଏବଂ ଦୁବାଇରେ ଏକ ପ୍ରମୁଖ ଶିଳ୍ପ ସଂସ୍ଥା ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛି।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

August 9, 2025

ଏବେ ବିଦେଶୀ ନୁହେଁ ସ୍ବଦେଶୀ ! କଣ ପଡ଼ିବ ପ୍ରଭାବ

August 9, 2025

ଭୋଟ ଚୋରି

August 9, 2025

Weather

Bhubaneswar
August 9, 2025, 12:06 pm
 

S
Slight rain showers
30°C
2.7 m/s
Apparent: 35°C
Pressure: 1006 mb
Humidity: 75%
Winds: 2.7 m/s S
Windgusts: 6.8 m/s
UV-Index: 1.1
Precip.: 2.5mm /53% / Rain
Sunrise: 5:24 am
Sunset: 6:19 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom