• Latest
  • Trending
ରତ୍ନଭଣ୍ଡାର ମରାମତି ନେଇ ଚିଠି ଲେଖିଲେ ଅରବିନ୍ଦ ପାଢ଼ୀ

ରତ୍ନଭଣ୍ଡାର ମରାମତି ନେଇ ଚିଠି ଲେଖିଲେ ଅରବିନ୍ଦ ପାଢ଼ୀ

Aug-24-2024 11:23 AM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Monday, November 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ରତ୍ନଭଣ୍ଡାର ମରାମତି ନେଇ ଚିଠି ଲେଖିଲେ ଅରବିନ୍ଦ ପାଢ଼ୀ

by M M
Aug-24-2024 11:23 AM IST
in ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ରତ୍ନ ଖାଲି ହୋଇଛି । ଖାଲି ଆଲମିରା, ସିନ୍ଦୁକ ମଧ୍ୟ ବାହାରିଛି  । ଏବେ ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢ଼ୀ କହିଛନ୍ତି ଯେ, ବାହାର ରତ୍ନଭଣ୍ଡାରରୁ ସମସ୍ତ ଆଲମିରା ଓ ସିନ୍ଦୁକ  ଖାଲି କରାଯିବା ପରେ ଭିତର ରତ୍ନଭଣ୍ଡାରରୁ ସମସ୍ତ ଆଲମିରା ଓ  ସିନ୍ଦୁକ ବାହାର କରାଯାଇଥିଲା । ଆଜି  ହିଁ ଭାରତୀୟ ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷଙ୍କୁ ରତ୍ନଭଣ୍ଡାର ପୂର୍ଣ୍ଣ ଯାଞ୍ଚ କରିବା  ନିମନ୍ତେ ଚିଠି ଲେଖାଯାଇଛି । ଭାରତୀୟ ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷ ମାର୍ଗଦର୍ଶିକା  ଅନୁଯାୟୀ ଲେଜର ସ୍କାନିଂ ଓ ଜିଓ-ଫିଜିକାଲ ସର୍ଭେ କରିବେ । ପରେ  ଆବଶ୍ୟକ ମରାମତି ଓ ସଂରକ୍ଷଣ କାର୍ଯ୍ୟ କରିବେ । ମରାମତି ସରିବା  ପରେ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମ୍‌ରୁ ରତ୍ନଭଣ୍ଡାରକୁ ସମସ୍ତ ରତ୍ନଅଳଙ୍କାର  ନିଆଯିବା ପରେ ସେଠାରେ ଗଣତିମଣତି ଆରମ୍ଭ ହେବ । ଏନେଇ ବିଜେପି ସରକାର ମଧ୍ୟ ସମସ୍ତ ସହାୟତା ଯୋଗାଇ ଦେଉଛନ୍ତି ।

Tags: newsnewsroomodishapurijagannathatemple
Share196Tweet123
M M

M M

ଆଜିର ପାଗ

Bhubaneswar
November 17, 2025, 12:30 PM
 

NNE
Clear sky
27°C
3 m/s
Apparent: 16°C
Pressure: 1016 mb
Humidity: 80%
Winds: 3 m/s NNE
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom