• Latest
  • Trending
ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର ସୂଚନା ଦେଲେ ଗଜପତି ମହାରାଜା

ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର ସୂଚନା ଦେଲେ ଗଜପତି ମହାରାଜା

July 18, 2024

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
  • About
  • Careers
  • Contact Us
Saturday, August 2, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର ସୂଚନା ଦେଲେ ଗଜପତି ମହାରାଜା

by M M
July 18, 2024
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର ସୂଚନା ଦେଲେ ଗଜପତି ମହାରାଜା
491
SHARES
1.4k
VIEWS
Share on FacebookShare on Twitter

ରତ୍ନଭଣ୍ଡାର ଭିତରକୁ ଯାଇ ତଦାରଖ କରିବା ପରେ ଶ୍ରୀମନ୍ଦିରରୁ ବାହାରକୁ ବାହାରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ଏହାପରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ । ମହାପ୍ରଭୁଙ୍କ କୃପାରୁ ଆଜି ସନ୍ଧ୍ୟା ସୁଦ୍ଧା ଏହି କାମ ଶେଷ ହେବ ବୋଲି ଗଜପତି କହିଛନ୍ତି । ଏତିସହ ବାହାର ରତ୍ନଭଣ୍ଡାର ଅଳଙ୍କାରକୁ ଚାଙ୍ଗଡା ଘର ଓ ଫୁଲ ଘରେ ରଖାଯାଇଛି । ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି ।ଅନ୍ୟପଟେ ଗଜପତି ମହାରାଜା ଆହୁରି ମଧ୍ୟ କହିଛନ୍ତି ଯେ, ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଶେଜଘରେ ତାଲା ପଡିବ । ଆଉ ନିୟମ ମୁତାବକ, ଏହାର ଚାବି ସରକାରୀ ଟ୍ରେଜେରୀରେ ରହିବ । ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ । ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ । ଏଏସଆଇ ଏହାପରେ ଯାଇ ରତ୍ନଭଣ୍ଡାରର ମରାମତି କରିବ । ମରାମତି ସମୟରେ ଭକ୍ତଙ୍କ ଦର୍ଶନରେ କୌଣସି ଅସୁବିଧା ହେବନି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି ।

Tags: newsroomodisha
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

Weather

Bhubaneswar
August 2, 2025, 1:06 pm
 

S
Slight rain showers
30°C
1.1 m/s
Apparent: 34°C
Pressure: 1002 mb
Humidity: 90%
Winds: 1.1 m/s S
Windgusts: 7 m/s
UV-Index: 0
Precip.: 5.1mm /45% / Rain
Sunrise: 5:21 am
Sunset: 6:23 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom