• Latest
  • Trending

ଆଳୁ ୩ କିଲୋକୁ ୧୦୦ ଟଙ୍କା : ମିଳୁଛି କଣ୍ଟ୍ରୋଲ ଦୋକାନରେ

Aug-10-2024 02:30 PM IST
odisha.newsroom.in

ଯୁଦ୍ଧର ନିଆଁ ଲିଭୁନି..ପୁଣି ଫେରିବ କି Lockdown ? ସରକାର କହିଲେ…

Mar-25-2026 05:30 PM IST
ଆରମ୍ଭ ହେଲା ତୃତୀୟ ବିଶ୍ୱଯୁଦ୍ଧ

ଆରମ୍ଭ ହେଲା ତୃତୀୟ ବିଶ୍ୱଯୁଦ୍ଧ

Mar-25-2026 05:27 PM IST
5 ଦିନ ପରେ ଥରିବ ବିଶ୍ବ ! ଟ୍ରମ୍ପ କରିବେ ବଡ଼ ଆକ୍ରମଣ

5 ଦିନ ପରେ ଥରିବ ବିଶ୍ବ ! ଟ୍ରମ୍ପ କରିବେ ବଡ଼ ଆକ୍ରମଣ

Mar-25-2026 05:24 PM IST
odisha.newsroom.in

ମରୁଭୂମିରେ ଭୟଙ୍କର ବନ୍ୟା…ଲୋକେ ଗାଡ଼ି ମୋଟର ଛାଡ଼ି ଦୌଡିଲେ…

Mar-25-2026 04:01 PM IST
odisha.newsroom.in

ବିଜୁ-ନବୀନ ଟ୍ରଷ୍ଟକୁ ନେଇ ପୋଷ୍ଟର ଯୁଦ୍ଧ…ସତ ଜାଣିବାକୁ ବିଜେପିର ଜିଦ

Mar-25-2026 01:46 PM IST
odisha.newsroom.in

ଆପଣ ନୂଆ ଘର ତିଆରି କରୁଛନ୍ତି କି…ବାସ୍ତୁର ଏହି ନିୟମ ନିଶ୍ଚୟ ମାନନ୍ତୁ

Mar-25-2026 01:15 PM IST
odisha.newsroom.in

ଲଗାତାର ହ୍ରାସ ପରେ ଆଜି ପୁଣି ବଢ଼ିଗଲା ସୁନା, ଜାଣନ୍ତୁ କେତେ

Mar-25-2026 12:55 PM IST
odisha.newsroom.in

ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ଅଛି ଦେଢ଼ କ୍ୱିଣ୍ଟାଲ ସୁନା, ରୁପା କେତେ ?

Mar-25-2026 12:39 PM IST
odisha.newsroom.in

ଆମେରିକା ସହ କଥାବାର୍ତ୍ତା ପାଇଁ ଇରାନ ରଖିଲା ବଡ଼ ସର୍ତ୍ତ

Mar-25-2026 12:11 PM IST
odisha.newsroom.in

ବିଧାନସଭାରେ କଳା ଟି-ସାର୍ଟ ପିନ୍ଧି ବିଜେଡି- କଂଗ୍ରେସ ଭାଇ ଭାଇ

Mar-25-2026 11:38 AM IST
  • About
  • Careers
  • Contact Us
Wednesday, March 25, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଳୁ ୩ କିଲୋକୁ ୧୦୦ ଟଙ୍କା : ମିଳୁଛି କଣ୍ଟ୍ରୋଲ ଦୋକାନରେ

by M M
Aug-10-2024 02:30 PM IST
in ବଡ଼ ଖବର, ବିଶେଷ, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ରାଜ୍ୟରେ ଆଳୁକୁ ନେଇ ରାଜନୀତି ଚାଲିଛି । ସରକାର ଓ ବିରୋଧୀଙ୍କ ମଧ୍ୟରେ କାଦୁଅ ଫିଙ୍ଗା ହେଉଛି । ଲୋକେ ହନ୍ତସନ୍ତ ହୋଇ ଉଚ୍ଚା ଦରରେ ଆଳୁ କିଣୁଛନ୍ତି । ତେବେ ଏସବୁ ଭିତରେ ଏବେ ରାଜ୍ୟ ସରକାର ଆଳୁ ବିକିବାକୁ ନିଷ୍ପତ୍ତି ନେଇଛନ୍ତି ।  କଂଟ୍ରୋଲ ଦୋକାନରେ ଏବେ ୧୦୦ ଟଙ୍କାରେ ୩ କିଲୋ ଯୋଗାଇ ଦେଉଛନ୍ତି ରାଜ୍ୟ ସରକାର ।  ଏଥିପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲରମାନଙ୍କୁ ଆଳୁ ଦେବାପରେ ଲୋକେ ଆଳୁ ପାଇଛନ୍ତି ।  ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସାଧାରଣ ଲୋକଙ୍କୁ ଆଳୁ ବିକ୍ରି କରାଯାଉଛି ।  ଆଳୁ ଭର୍ତ୍ତି ଟ୍ରକ ଆଇଗଣିଆ ଗୋଦାମରୁ ଆସି ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ସମସ୍ତଙ୍କୁ ଆଳୁ ଦିଆଯାଇଛି । ୩ କିଲୋକୁ ୧୦୦ ଟଙ୍କା ଦରରେ ଗ୍ରାହକମାନେ ଆଳୁ ପାଇଛନ୍ତି । ଆଳୁ ସଙ୍କଟ ଭିତରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
March 25, 2026, 9:34 PM
 

S
Overcast
26°C
1.6 m/s
Apparent: 30°C
Pressure: 1009 mb
Humidity: 85%
Winds: 1.6 m/s S
Windgusts: 7.8 m/s
UV-Index: 0
Precip.: 0mm /58% / Rain
Sunrise: 5:46 AM
Sunset: 5:58 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom