• Latest
  • Trending
ଶଙ୍ଖ ଭବନ ଯେଉଁ ଜମି ଉପରେ ନିର୍ମାଣ ହୋଇଛି, ତାହା ସମ୍ପୂର୍ଣ୍ଣ ଆଇନ ସମ୍ମତ: ବିଜେଡି

ଶଙ୍ଖ ଭବନ ଯେଉଁ ଜମି ଉପରେ ନିର୍ମାଣ ହୋଇଛି, ତାହା ସମ୍ପୂର୍ଣ୍ଣ ଆଇନ ସମ୍ମତ: ବିଜେଡି

Jul-20-2024 07:34 PM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ହାଇକୋର୍ଟଙ୍କ ନୋଟିସ

ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ହାଇକୋର୍ଟଙ୍କ ନୋଟିସ

Dec-22-2025 06:02 PM IST
ହଷ୍ଟେଲ୍ ରୁମ୍‌ରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ

ହଷ୍ଟେଲ୍ ରୁମ୍‌ରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ

Dec-22-2025 04:01 PM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶଙ୍ଖ ଭବନ ଯେଉଁ ଜମି ଉପରେ ନିର୍ମାଣ ହୋଇଛି, ତାହା ସମ୍ପୂର୍ଣ୍ଣ ଆଇନ ସମ୍ମତ: ବିଜେଡି

by M M
Jul-20-2024 07:34 PM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ଶଙ୍ଖ ଭବନ ଯେଉଁ ଜମି ଉପରେ ନିର୍ମାଣ ହୋଇଛି, ତାହା ସମ୍ପୂର୍ଣ୍ଣ ଆଇନ ସମ୍ମତ: ବିଜେଡି
491
SHARES
1.4k
VIEWS
Share on FacebookShare on Twitter

ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ି ମୁଖପାତ୍ର ଦେବୀ ମିଶ୍ର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ
ଦ୍ୱାରା ଶଙ୍ଖ ଭବନ ସମ୍ପର୍କିତ ଦିଆଯ ।ଇଥିବା ବିବୃତି ଉପରେ ଦଳ ତରଫରୁ ସ୍ପଷ୍ଟୀକରଣ ଦେଇଥିଲେ ।ବିଜେଡିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ଯେଉଁ ଜମି ଉପରେ ନିର୍ମାଣ ହୋଇଛି, ତାହା ସମ୍ପୂର୍ଣ୍ଣ ଆଇନ ସମ୍ମତ ଭାବେ ବିଜୁ ଜନତା ଦଳକୁ ଆବଣ୍ଟନ କରାଯାଇଥିଲା । ଏହି ଆବଣ୍ଟନ ବେଞ୍ଚ ମାର୍କ ଭ୍ୟାଲୁ ଆଇନ ଆଧାରରେ
କରାଯାଇଛି ବୋଲି ଦେବୀ ମିଶ୍ର କହିଥିଲେ । ମୌଜା-ଗଙ୍ଗନଗର, ୟୁନିଟ୍ ୬, ତହସିଲ-ଭୁବନେଶ୍ୱର, ଖାତା ନମ୍ୱର ୧୧୨, ପ୍ଲଟ ନମ୍ବର ୭୯୭ ପାର୍ଟ, ୭୯୮ ପାର୍ଟ, ୮୦୦, ୭୯୭/୮୪୯ରେ ଥିବା ପ୍ଲଟଗୁଡ଼ିକୁ କମ୍ପାକ୍ଟ ପାର୍ସଲରେ ପଟା ଦିଆଯାଇଛି । ଗଙ୍ଗନଗରର ଅଞ୍ଚଳର ୨୦୨୧ ମସିହାର ବେଞ୍ଚ ମାର୍କ ଭ୍ୟାଲୁ ଅନୁସାରେ ସରକାରଙ୍କ ଦ୍ୱାରା ସ୍ଥିରୀକୃତ କରାଯାଇଥିବା ପରିମାଣକୁ ବିଜେଡ଼ି ଦ୍ୱାରା ପୈଠ କରାଯାଇଥିଲା ।

 

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ କମିଟି ବୈଠକରେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକଙ୍କ ଆବେଦନ ଅନୁଯାୟୀ ବିଜେଡି ଅଫିସ ପାଇଁ ୧ ଏକର ୧୮୩. ଜମି ପ୍ରଦାନ କରାଯାଇଥିଲା । । ସେହି ଉଚ୍ଚସ୍ତରୀୟ କମିଟି ବୈଠକରେ ବିଜେପି ଅଫିସ ପାଇଁ ଖାରବେଳ ନଗରରେ ୧ ଏକର ୨୬୯. ଜମି ପ୍ରଦାନ କରାଯାଇଥିଲା । ବିଜେଡ଼ିକୁ ପ୍ରଦାନ କରାଯାଇଥିବା ଦୁଇଟି କ୍ୱାର୍ଟର ଭିତରେ କଞ୍ଜରଭାନ୍ସି ଲେନ୍ ବା ଉପଗଳିକୁ ଓଜିଏଲ୍‌ଏସ୍ ରୁଲ ୮ ଉପଧାରା ୪ ଅନୁଯାୟୀ ଇନଷ୍ଟିଚ୍ୟୁସନାଲ ରେସିଡେନ୍ସି ନିୟମରେ ଆବଣ୍ଟନ କରାଯାଇଛି । ଏହି ଦୃଷ୍ଟିରୁ ଦୁଇଟି କ୍ୱାର୍ଟର ମଝିରେ ଥିବା ଉପଗଳିକୁ ସଡ଼କ ବୋଲି ରାଜସ୍ୱ ମନ୍ତ୍ରୀ ଦେଇଥିବା ମନ୍ତବ୍ୟ ସମ୍ପୂର୍ଣ୍ଣ ଭୁଲ୍ । ରାଜସ୍ୱ ମନ୍ତ୍ରୀଙ୍କୁ ବୋଧେ ସଠିକ ତଥ୍ୟ ଅବଗତ କରାଯାଇ ନାହିଁ ବୋଲି ଶ୍ରୀ ମିଶ୍ର କହିଥିଲେ । ଏହି ଅବସରରେ ବିଜେଡ଼ି ମୁଖପାତ୍ର ଲେନିନ୍ ମହାନ୍ତି କହିଥିଲେ, ବିଜେପିର ଏହା ଅସହିଷ୍ଣୁ ନୀତି । ଶଙ୍ଖ ଭବନ ସମ୍ପର୍କରେ ମିଡ଼ିଆରେ ଗୁଜବ ଉପୁଜାଇ ସାଧାରଣରେ ବିଭ୍ରାନ୍ତ କରିବା ବିଜେପିର ଉଦ୍ଦେଶ୍ୟ । କେବଳ ବ୍ଲେମ ଗେମ କରି ଉପର ଠାଉରିଆ ଭାବେ ବିଜେପି ଖସିଯିବାକୁ ଚାହୁଁଛି । ଜଣେ ସାଧାରଣ ଲୋକ କହିଥିଲେ ଦୁଃଖ ଲାଗି ନଥାନ୍ତା, ହେଲେ ରାଜସ୍ୱ ମନ୍ତ୍ରୀ ଏଭଳି ବିଭ୍ରାନ୍ତିକର ମନ୍ତବ୍ୟ ଦେବା ଦୁର୍ଭାଗ୍ୟଜନକ । ରାଜ୍ୟବାସୀଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛନ୍ତି, ତାହା ପୂରଣ କରନ୍ତୁ ।

Share196Tweet123
M M

M M

ଆଜିର ପାଗ

Bhubaneswar
December 25, 2025, 8:03 AM
 

ENE
Partly cloudy
18°C
3.1 m/s
Apparent: 19°C
Pressure: 1014 mb
Humidity: 97%
Winds: 3.1 m/s ENE
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

December 24, 2025
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom