• Latest
  • Trending
ଓଡ଼ିଶାର ବିକାଶ ପାଇଁ ବିଜେପି ସବୁବେଳେ ଉଦ୍ୟମ ଜାରି ରଖିବ : ନଡ୍ଡା

ଓଡ଼ିଶାର ବିକାଶ ପାଇଁ ବିଜେପି ସବୁବେଳେ ଉଦ୍ୟମ ଜାରି ରଖିବ : ନଡ୍ଡା

July 19, 2024

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
  • About
  • Careers
  • Contact Us
Wednesday, July 23, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଓଡ଼ିଶାର ବିକାଶ ପାଇଁ ବିଜେପି ସବୁବେଳେ ଉଦ୍ୟମ ଜାରି ରଖିବ : ନଡ୍ଡା

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

by M M
July 19, 2024
in ବଡ଼ ଖବର, ରାଜନୀତି
0
ଓଡ଼ିଶାର ବିକାଶ ପାଇଁ ବିଜେପି ସବୁବେଳେ ଉଦ୍ୟମ ଜାରି ରଖିବ : ନଡ୍ଡା
491
SHARES
1.4k
VIEWS
Share on FacebookShare on Twitter

ପୁରୀ: ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୁରୀରେ ଚାଲିଛି । ଦୁଇଦିନ ଧରି ଏହି ବୈଠକ ଚାଲିବ ।  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଓଡ଼ିଶାର ସମସ୍ତ ବିଜେପି ସାଂସଦ, ରାଜ୍ୟର ସମସ୍ତ ବିଜେପି ବିଧାୟକ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମର ଓ ସହପ୍ରଭାରୀ ଲତା ଉସେଣ୍ଡୀ, ରାଜ୍ୟ ସଙ୍ଗଠନ ସାଧାରଣ ସମ୍ପାଦକ ମାନସ କୁମାର ମହାନ୍ତି ଏବଂ ଦଳର ଅନ୍ୟାନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ । ଏଥିରେ ବିଜେପି ରାଷ୍ଟ୍ରୀୟ ସଭାପତି  ଓଡ଼ିଶାର ବିକାଶ ପାଇଁ ବିଜେପି ସବୁବେଳେ ଉଦ୍ୟମ ଜାରି ରଖିବ ବୋଲି କହିଛନ୍ତି। ରାଜ୍ୟକୁ ବିକାଶ ପଥରେ ବିଜେପି ଆଗେଇ ନେବ ।

ଆପଣମାନେ ୨୦ ସିଟ୍‌ ଦେଇଛନ୍ତି। ସେହିପରି ବିଧାନସଭାରେ ୪୦.୭ ପ୍ରତିଶତ ଭୋଟ୍‌ ସହ ସରକାର ଗଠନ କରିବାର ସୁଯୋଗ ଦେଇଛନ୍ତି। ସେଥିପାଇଁ ପ୍ରଶଂସା କରିଥିଲେ ଶ୍ରୀ ନଡ୍ଡା । ଏହା ସହ ଶ୍ରୀ ନଡ୍ଡା ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଓଡ଼ିଶାର ସେବା କରିବାର ସୁଯୋଗ ଦେଇଥିବାରୁ ପ୍ରାଣାମ ଜଣାଉଛି। ଆଜିର ଦିନରେ ବିଜେପି ୧୩ଟି ରାଜ୍ୟରେ ଶାସନ କରୁଛି। ଏନ୍‌ଡିଏ ନେତୃତ୍ବରେ ୧୮ଟି ରାଜ୍ୟରେ ସରକାର ଚାଲିଛି। ଦେଶର ୫୭ ପ୍ରତିଶତ ଭୂଭାଗରେ ବିଜେପି ସରକାର ଚାଲିଛି। କିଛି ବର୍ଷ ପୂର୍ବରୁ ଭାରତରେ ବ୍ୟବହାର ହେଉଥିବା ମୋବାଇଲ ମେଡ୍‌ ଇନ୍‌ ଜାପାନ, ମେଡ ଇନ୍‌ ଚାଇନା, ମେଡ୍‌ ଇଡି ତାଇୱାନ ଲେଖାଯାଉଥିଲା। ଏବେ କିନ୍ତୁ ସବୁ ଭାରତରେ ନିର୍ମାଣ ହେଉଛି ।  ବିଶ୍ବର ତୃତୀୟ ସର୍ବବୃହତ୍ତ ଅଟୋ ମୋବାଇଲ ଉତ୍ପାଦନକାରୀ ରାଷ୍ଟ୍ର ହୋଇପାରିଛି ଭାରତ ବୋଲି କହିଛନ୍ତି ଶ୍ରୀ ନଡ୍ଡା ।

Tags: modinewsnewsroomodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

Weather

Bhubaneswar
July 23, 2025, 10:01 pm
 

NW
Overcast
27°C
1.1 m/s
Apparent: 34°C
Pressure: 994 mb
Humidity: 93%
Winds: 1.1 m/s NW
Windgusts: 7.2 m/s
UV-Index: 0
Precip.: 20.3mm /85% / Rain
Sunrise: 5:18 am
Sunset: 6:27 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom