• Latest
  • Trending
ରୂପାଲି ଛକରେ ‘ଆମ ବସ୍’ ଦୁର୍ଘଟଣା : ଜଣଙ୍କର ମୃତ୍ୟୁ, ଡ୍ରାଇଭର ଗିରଫ

ରୂପାଲି ଛକରେ ‘ଆମ ବସ୍’ ଦୁର୍ଘଟଣା : ଜଣଙ୍କର ମୃତ୍ୟୁ, ଡ୍ରାଇଭର ଗିରଫ

Jan-04-2026 06:00 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରୂପାଲି ଛକରେ ‘ଆମ ବସ୍’ ଦୁର୍ଘଟଣା : ଜଣଙ୍କର ମୃତ୍ୟୁ, ଡ୍ରାଇଭର ଗିରଫ

by M M
Jan-04-2026 06:00 AM IST
in ବଡ଼ ଖବର
0
ରୂପାଲି ଛକରେ ‘ଆମ ବସ୍’ ଦୁର୍ଘଟଣା : ଜଣଙ୍କର ମୃତ୍ୟୁ, ଡ୍ରାଇଭର ଗିରଫ
494
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର : ରାଜଧାନୀର ବ୍ୟସ୍ତବହୁଳ ରୂପାଲି ଛକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗତିରେ ଆସୁଥିବା ‘ଆମ ବସ୍’  ଏକ ଅଟୋରିକ୍ସାକୁ ପଛପଟୁ ପ୍ରଚଣ୍ଡ ଧକ୍କା ଦେବା ଫଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପୋଲିସ ସମ୍ପୃକ୍ତ ବସ୍ ଡ୍ରାଇଭରଙ୍କୁ ଗିରଫ କରିଛି।

ସୂଚନା ଅନୁଯାୟୀ, ଗତକାଲି ରୂପାଲି ଛକ ନିକଟରେ ଏକ ଅଟୋରିକ୍ସା ନିଜ ଗନ୍ତବ୍ୟ ସ୍ଥଳକୁ ଯାଉଥିବା ସମୟରେ ପଛପଟୁ ଆସୁଥିବା ଆମ ବସ୍‌ଟି ନିୟନ୍ତ୍ରଣ ହରାଇ ଏହାକୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରରେ ଥିଲା ଯେ ଅଟୋଟି ସମ୍ପୂର୍ଣ୍ଣ ରୂପେ       । ଘଟଣାସ୍ଥଳରେ ହିଁ ଜଣେ ବ୍ୟକ୍ତି ଗୁରୁତର ହୋଇ ପ୍ରାଣ ହରାଇଥିଲେ।ଅଟୋଟି ରାମ ମନ୍ଦିର ପଟୁ ବାଣୀବିହାର ଅଭିମୁଖେ ଯାଉଥିଲା। ରୂପାଲି ଛକରେ ରେଡ୍ ସିଗନାଲ୍ ଥିବାରୁ ଏକ ସ୍କୁଲ୍ ବସ୍ ପଛରେ ଅଟୋଟି ଅଟକି ରହିଥିଲା। ଠିକ୍ ଏହି ସମୟରେ ପଛପଟୁ କାଳ ରୂପରେ ମାଡ଼ି ଆସିଥିଲା ‘ଆମ ବସ୍’। ବସ୍‌ଟି ଏତେ ଜୋରରେ ଧକ୍କା ଦେଇଥିଲା ଯେ ଅଟୋଟି ସ୍କୁଲ୍ ବସ୍ ଏବଂ ଆମ ବସ୍ ମଝିରେ ଚାପି ହୋଇ ରହିଯାଇଥିଲା। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଅଟୋ ମଧ୍ୟରେ ଥିବା ଜଣେ ବ୍ୟକ୍ତିଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଆମ ବସ୍ ଚାଳକଙ୍କ ବେପରୁଆ ଗାଡ଼ି ଚାଳନାକୁ ବିରୋଧ କରି ଉତ୍ତ୍ୟକ୍ତ ଲୋକେ ବସ୍‌କୁ ଭଙ୍ଗାରୁଜା କରିଥିଲେ। ଏହି କାରଣରୁ ବ୍ୟସ୍ତବହୁଳ ଜନପଥ ରାସ୍ତାରେ ପ୍ରାୟ ଘଣ୍ଟାଏ କାଳ ଟ୍ରାଫିକ୍ ବ୍ୟବସ୍ଥା ସମ୍ପୂର୍ଣ୍ଣ ବେହାଲ୍ ହୋଇପଡ଼ିଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା।  ଖବର ପାଇ ସହିଦ ନଗର ଥାନା ପୋଲିସ ଓ ପରେ ସ୍ୱୟଂ ଡିସିପି  ଘଟଣାସ୍ଥଳରେ ପହଞ୍ଚିଥିଲେ। ଡିସିପି ଲୋକଙ୍କୁ ବୁଝାସୁଝା କରିବା ସହ ଦୋଷୀ ଚାଳକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନର ପ୍ରତିଶୃତି ଦେବା ପରେ ସ୍ଥିତି ସ୍ୱାଭାବିକ ହୋଇଥିଲା।

Share198Tweet124
M M

M M

ଆଜିର ପାଗ

Bhubaneswar
January 15, 2026, 5:01 AM
 
N
Fog
13°C
0.8 m/s
Apparent: 16°C
Pressure: 1015 mb
Humidity: 91%
Winds: 0.8 m/s N
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

January 14, 2026

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom