• Latest
  • Trending

ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବିଜେଡି , କଂଗ୍ରେସ କହିଲେ ନା

Aug-17-2024 01:07 PM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବିଜେଡି , କଂଗ୍ରେସ କହିଲେ ନା

by M M
Aug-17-2024 01:07 PM IST
in ଭିଡ଼ିଓ, ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ବିଧାୟକଙ୍କ ପ୍ରଶିକ୍ଷଣ ଶିବିର କୁ ନେଇ ରାଜନୀତି ଜୋରଧରିଛି ।  ବିଜେଡି ଓ କଂଗ୍ରେସ ଗୋଟେ ପଟେ ଥିବାବେଳେ ବିଜେପି ଗୋଟେ ପଡେ ରହିଛି । ଏହାରି ଭିତରେ ଆରମ୍ଭ ହୋଇଛି  ନୂଆ ବିଧାୟକ ମାନଙ୍କର ବିଧାୟକ ପାଠପଢ଼ା । ବିଧାନସଭାରେ ବିଧାୟକ ମାନଙ୍କ ଦୁଇ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମକୁ ନେଇ ସରକାର ବିରୋଧୀଙ୍କ କଥାକଟାକଟି ପରେ ଉଦଘାଟନ କରିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ୧୭ତମ ବିଧାନସଭାର ବିଧାୟକଙ୍କ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡାଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟଙ୍କ ସମେତ ବିଜେପି ବିଧାୟକମାନେ ଉପସ୍ଥିତ ଥିଲେ। ଆଜି କେନ୍ଦ୍ରମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , ପୂର୍ବତନ ନେତା ତଥା ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡେଇ ଏବଂ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଗୋଟିଏ ଗୋଟିଏ ସେସନ୍ ରହିଛି। ଏଥିରେ ବରିଷ୍ଠମାନେ ନିଜର ଅଭିଜ୍ଞତା ବାଣ୍ଟିବେ। ବିଧାନସଭାର ନିୟମ ଏବଂ କାର୍ଯ୍ୟାବଳୀ ବିଷୟରେ ବିଧାୟକଙ୍କ ଅବଗତ କରିବେ। ତେବେ ବିଧାନସଭାରେ ଭଲ ପ୍ରଦର୍ଶନ ପାଇଁ ମନ୍ତ୍ର ଦେବେ। ସେପଟେ ବିଜେଡି ଏବଂ କଂଗ୍ରେସ ଏହି କାର୍ଯ୍ୟକ୍ରମକୁ ବୟକଟ୍ କରିଛନ୍ତି। ତେବେ ଏହି  କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବାବେଳେ ବିରୋଧୀ ଦଳ ନେତା କିମ୍ବା ବିଜେଡିର କୌଣସି ବିଧାୟକ ଯୋଗଦେଇନାହାନ୍ତି।

Tags: bjdbjpcongressnewsnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 2:46 AM
 

S
Partly cloudy
26°C
2.7 m/s
Apparent: 31°C
Pressure: 1007 mb
Humidity: 98%
Winds: 2.7 m/s S
Windgusts: 10 m/s
UV-Index: 0
Precip.: 10.2mm /75% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom