• Latest
  • Trending
ଆଇପିଏସ୍ କୁଟ୍ଟେ ଓ ଆଶୀଷ ସିଂଙ୍କ ବିରୁଦ୍ଧରେ ହୋଇପାରେ କାର୍ଯ୍ୟାନୁଷ୍ଠାନ

ଆଇପିଏସ୍ କୁଟ୍ଟେ ଓ ଆଶୀଷ ସିଂଙ୍କ ବିରୁଦ୍ଧରେ ହୋଇପାରେ କାର୍ଯ୍ୟାନୁଷ୍ଠାନ

Aug-24-2024 03:53 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Monday, November 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଇପିଏସ୍ କୁଟ୍ଟେ ଓ ଆଶୀଷ ସିଂଙ୍କ ବିରୁଦ୍ଧରେ ହୋଇପାରେ କାର୍ଯ୍ୟାନୁଷ୍ଠାନ

by M M
Aug-24-2024 03:53 PM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର:ଆଇପିଏସ୍ କୁଟ୍ଟେ ଓ ଆଶୀଷ ସିଂଙ୍କ ବିରୁଦ୍ଧରେ ହୋଇପାରେ କାର୍ଯ୍ୟାନୁଷ୍ଠାନ । ଏନେଇ ସରକାର ପକ୍ଷରୁ ଚାଲିଛି ପ୍ରକ୍ରିୟା । ନିର୍ବାଚନ ବେଳେ ଏହି ଦୁଇ ଅଫିସର ନିଜ କ୍ଷମତାର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି । ରାଜ୍ୟ ଗୃହ ବିଭାଗର ତଥ୍ୟ ଅନୁସାରେ, ବିଜେଡି ସରକାରରେ ସବୁଠୁ ପାୱାରଫୁଲ ଅଫିସର ୧୯୯୭ ବ୍ୟାଚ୍ ଆଇପିଏସ୍ ଶ୍ରୀ କୁଟ୍ଟେଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହୋଇଛି  । ଏହି ଅଭିଯୋଗ ଅନୁସାରେ  ଆଇପିଏସ୍ ଡିଏସ୍ କୁଟ୍ଟେ ଓ ଆଶୀଷ ସିଂଙ୍କ ଅଡ଼ୁଆ ବଢ଼ିଛି । ଉଭୟ ଅଫିସରଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପ୍ରକ୍ରିୟା ଆରମ୍ଭ କରିଛନ୍ତି । କୁଟ୍ଟେଙ୍କ ବିରୁଦ୍ଧରେ ଅଭିଯୋଗ ପ୍ରମାଣିତ ହେଲେ, ତାଙ୍କୁ ସରକାର ଚାକିରିରୁ ବରଖାସ୍ତ କରିପାରନ୍ତି । ଏନେଇ ପାଓ୍ବାର କରିଡରରେ ଚର୍ଚା ହେଉଛି । ଶ୍ରୀ କୁଟ୍ଟେ ଓ ଶ୍ରୀ ସିଂ ଏବେ ଗୃହ ବିଭାଗରେ ଓଏସଡି ଭାବେ କାମ କରୁଛନ୍ତି ।  ଧାର୍ଯ୍ୟ ୩୦ଦିନ ମଧ୍ୟରେ ଉଭୟ ଅଫିସର ଯଦି ଚାର୍ଜସିଟ୍ ଉପରେ ଜବାବ ଦାଖଲ ନକରିବେ ସରକାର ଏକପାଖିଆ ନିଷ୍ପତ୍ତି ନେବେ ବୋଲି ନୋଟିସରେ ଉଲ୍ଲେଖ ରହିଛି । ନିର୍ବାଚନ କାର୍ଯ୍ୟରେ ହସ୍ତକ୍ଷେପ ଯୋଗୁ ଉଭୟ ଅଫିସରଙ୍କୁ ନିର୍ବାଚନ କମିଶନଙ୍କ  କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବାକୁ ପଡ଼ିଥିଲା ।

 

କାରଣ ନିର୍ବାଚନ ସମୟରେ ଏହି ଦୁଇ  ଆଇପିଏସ୍ ନିୟମ ବାହାରେ ସରକାରୀ ଦଳ ପାଇଁ କାମ କରୁଥିବା ଅଭିଯୋଗ ହୋଇଛି । ସାକ୍ଷୀମାନେ ଲିଖିତ ଭାବେ ଅଭିଯୋଗ କରିଛନ୍ତି । ଏହାରା ତଦନ୍ତ ଚାଲିଛି ।  ଶ୍ରୀ କୁଟ୍ଟେଙ୍କ ବିରୁଦ୍ଧରେ ୨ଜଣ ଆଇଏଏସ୍ ଅଫିସର ଲିଖିତ ଭାବେ ଦେଇଥିଲେ ଅଭିଯୋଗ ।  ତାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଜାରି କରାଯାଇଛି ଓ ୩୦ଦିନ ମଧ୍ୟରେ ତାଙ୍କୁ ଜବାବ ଦାଖଲ କରିବାକୁ ପଡ଼ିପାରେ  ।

ରାଜ୍ୟ ଗୃହ ବିଭାଗର ତଥ୍ୟ ଅନୁସାରେ, ବିଜେଡି ସରକାରରେ ସବୁଠୁ ପାୱାରଫୁଲ ଅଫିସର ୧୯୯୭ ବ୍ୟାଚ୍ ଆଇପିଏସ୍ ଶ୍ରୀ କୁଟ୍ଟେଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଅଗଷ୍ଟ ୨୧ତାରିଖରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ତାଙ୍କୁ ବିରୁଦ୍ଧରେ ରହିଥିବା ସଙ୍ଗୀନ ଅଭିଯୋଗକୁ ଆଧାର କରି ଚାର୍ଜସିଟ୍ ଜାରି କରିଛନ୍ତି । ୩୦ଦିନ ମଧ୍ୟରେ ତାଙ୍କୁ ଜବାବ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସାଧାରଣ ନିର୍ବାଚନ ପରିଚାଳନାରେ ହସ୍ତକ୍ଷେପର ସଙ୍ଗୀନ ଅଭିଯୋଗ ତାଙ୍କ ବିରୁଦ୍ଧରେ ରହିଛି ।

ଆଇପିଏସ୍ ଶ୍ରୀ କୁଟ୍ଟେଙ୍କୁ ଜାରି ଚାର୍ଜସିଟ ଅନୁସାରେ, ସାଧାରଣ ନିର୍ବାଚନ ଚାଲିଥିବାବେଳେ ଶ୍ରୀ କୁଟ୍ଟେ  ୨୦୨୪ ମେ’ ୨୪ତାରିଖ  ସନ୍ଧ୍ୟାରେ ତତକାଳୀନ ଅତିରିକ୍ତ ମୁଖ୍ୟ ନିର୍ବାଚନ କ୍ଷମତାର ଅପବ୍ୟବହାର କରିଥିଲେ । ବରିଷ୍ଠ ଆଇଏଏସ୍ ଏନ୍‌.ଥିରୁମାଳା ନାଏକଙ୍କୁ ବାରମ୍ବାର ଫୋନ୍ କରିଥିଲେ । ‘ବିଜେପିର ଏକ ନିର୍ବାଚନୀ ବିଜ୍ଞାପନ’କୁ କାହିଁକି ଅନୁମୋଦନ କଲେ ବୋଲି ପ୍ରଶ୍ନ କରି ବିରକ୍ତ ହୋଇଥିଲେ । ତୁରନ୍ତ ଉକ୍ତ ବିଜ୍ଞାପନର ଅନୁମୋଦନକୁ ପ୍ରତ୍ୟାହାର କର ଓ ତା’ଯେଭଳି ଖବରକାଗଜରେ ପ୍ରକାଶିତ ନହେବ ତାହା ସୁନିଶ୍ଚିତ କରିବାକୁ ଶ୍ରୀ କୁଟ୍ଟେ ତାଗିଦ୍ କରିଥିବାର ଶ୍ରୀ ନାଏକ ଅଭିଯୋଗ କରିଥିଲେ ବୋଲି ଚାର୍ଜସିଟରେ ଉଲ୍ଲେଖ ରହିଛି ।

ସେହିପରି ଶ୍ରୀ କୁଟ୍ଟେ ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଦିନ ଅର୍ଥାତ୍ ମେ’ ୨୫ତାରିଖରେ ଖୋର୍ଦ୍ଧା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଆଇଏଏସ୍ ଚଂଚଳ ରାଣା ଓ ପୋଲିସ ଅଧିକାରୀଙ୍କୁ ଫୋନ କରି ବିଧାୟକ ପ୍ରାର୍ଥୀଙ୍କୁ ଗିରଫ କରିବାକୁ କହିଥିଲେ । ଏନେଇ ଜିଲ୍ଲାପାଳ ଶ୍ରୀ ରାଣା ମଧ୍ୟ ନିର୍ବାଚନ କମିଶନଙ୍କୁ ଅବଗତ କରିଥିଲେ ।

କୁଟ୍ଟେଙ୍କ ବିରୁଦ୍ଧରେ ଏହି ଦୁଇ ବରିଷ୍ଠ ଆଇଏଏସ୍ ଅଫିସର  ସାକ୍ଷୀ (ପ୍ରେଜେଣ୍ଟିଂ ୱିଟନେସ) ଥିବାରୁ ଶ୍ରୀ କୁଟ୍ଟେଙ୍କ ପାଇଁ ଅଡ଼ୁଆ ବଢ଼ିଛି ।

ସେହିପରି ୨୦୦୪ ବ୍ୟାଚର ଆଇଏଏସ ଅଧିକାରୀ ଆଶୀଷ ସିଂଙ୍କୁ ଅଗଷ୍ଟ ୬ତାରିଖରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଚାର୍ଜସିଟ୍ ଜାରି କରିଛନ୍ତି । ତାଙ୍କୁ ମଧ୍ୟ ୩୦ଦିନ ମଧ୍ୟରେ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।  ଶ୍ରୀ ସିଂ ସ୍ୱାସ୍ଥ୍ୟ ଖରାପ ଥିବା ନେଇ ମିଛ କହିଥିବାର ପ୍ରମାଣ ମିଳିଛି । ସେ ସ୍ୱାସ୍ଥ୍ୟଗତ ଓ ମାନସିକସ୍ତରରେ ସମ୍ପୂର୍ଣ୍ଣ ଫିଟ୍ ଥିବା ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପରେ ଭୁବନେଶ୍ୱର ଏମ୍ସର ମେଡିକାଲ ବୋର୍ଡ ରିପୋର୍ଟ ଦେଇଥିଲେ ।

Tags: Ashish Singh and DS Kuteybjdbjpnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
November 17, 2025, 12:16 PM
 

NNE
Clear sky
27°C
3.2 m/s
Apparent: 16°C
Pressure: 1016 mb
Humidity: 80%
Winds: 3.2 m/s NNE
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom