• Latest
  • Trending
ଟ୍ରମ୍ପଙ୍କ ଘୋଷଣା, ଗାଜାରେ ଫେରିବ ଶାନ୍ତି

ଟ୍ରମ୍ପଙ୍କ ଘୋଷଣା, ଗାଜାରେ ଫେରିବ ଶାନ୍ତି

Oct-13-2025 10:00 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Wednesday, March 11, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଟ୍ରମ୍ପଙ୍କ ଘୋଷଣା, ଗାଜାରେ ଫେରିବ ଶାନ୍ତି

by M M
Oct-13-2025 10:00 AM IST
in ଦେଶ ବିଦେଶ, ରାଜନୀତି
0
ଟ୍ରମ୍ପଙ୍କ ଘୋଷଣା, ଗାଜାରେ ଫେରିବ ଶାନ୍ତି
492
SHARES
1.4k
VIEWS
Share on FacebookShare on Twitter
ଗାଜାରେ ଦୁଇ ବର୍ଷ ଧରି ଚାଲିଥିବା ଘମାଘୋଟ ଯୁଦ୍ଧ ଏବେ ଶେଷ ହେବ  ।  ଆଜି ଶାନ୍ତି ପ୍ରସ୍ତାବରେ ସ୍ବାକ୍ଷର କରିବେ ଇସ୍ରାଏଲ ଏବଂ ହମାସ। ଇଜିପ୍ଟର ଶାର୍ମ ଏଲ୍-ଶେଖରେ ଅନୁଷ୍ଠିତ ଶାନ୍ତି ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ଡୋନାଲ୍ଡ ଟ୍ରମ୍ପ ଓ ମିଶରର ରାଷ୍ଟ୍ରପତି ଅବଦେଲ ଫତାହ ।  ୨୦ରୁ ଉର୍ଦ୍ଧ୍ବ ବିଶ୍ବ ନେତା ଏହି ସମ୍ମିଳନୀରେ ସାମିଲ ହେବେ । ଭାରତର ପକ୍ଷରୁ ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ ଉପସ୍ଥିତ ରହିବେ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ କଥା ହେବା ସହ ରାଷ୍ଟ୍ରପତି ଟ୍ରମ୍ପଙ୍କ ଗାଜା ଶାନ୍ତି ଯୋଜନାରେ ଅଗ୍ରଗତି ପାଇଁ ଅଭିନନ୍ଦନ ଜଣାଇଛନ୍ତି । ବନ୍ଧକଙ୍କ ମୁକ୍ତି ପାଇଁ ହୋଇଥିବା ବୁଝାମଣା ଏବଂ ଗାଜାର ଲୋକମାନଙ୍କ ପାଇଁ ମାନବୀୟ ସହାୟତା ବୃଦ୍ଧିକୁ ଶ୍ରୀ ମୋଦୀ ସ୍ୱାଗତ କରିଛନ୍ତ । ବିଶ୍ୱର କୌଣସି ସ୍ଥାନରେ କୌଣସି ବି ରୂପରେ ଆତଙ୍କବାଦ ଗ୍ରହଣୀୟ ନୁହେଁ ବୋଲି ସେ ଦୋହରାଇଛନ୍ତି ।
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଇସ୍ରାଏଲ ଓ ହମାସ ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତି ଅନୁଯାୟୀ ଗାଜାରୁ ବନ୍ଦୀମାନଙ୍କୁ ମୁକ୍ତ କରିବା ପାଇଁ ସେ ଇସ୍ରାଏଲ ଯାଉଛନ୍ତି । ଗାଜାରେ ଶାନ୍ତି ଫେରିବ କାରଣ  “ଯୁଦ୍ଧ ଶେଷ ହୋଇଛି ।” ଏୟାର ଫୋର୍ସ ଓ୍ଵାନରେ ଥାଇ ସେ କହିଛନ୍ତି ଯେ, ଯୁଦ୍ଧବିରତି ବଜାୟ ରହିବ ଏବଂ ଗାଜା ପାଇଁ ଶୀଘ୍ର ଏକ “ଶାନ୍ତି ବୋର୍ଡ” ଗଠନ କରାଯିବ । ସେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏବଂ  କତାରର ଭୂମିକାକୁ ମଧ୍ୟ ପ୍ରଶଂସା କରିଛନ୍ତି।ହମାସକୁ ଗାଜାରେ ରହିଥିବା ସମସ୍ତ ବନ୍ଦୀମାନଙ୍କୁ ମୁକ୍ତ କରିବାର ଅନ୍ତିମ ସମୟ ସ୍ଥାନୀୟ ସମୟ ମଧ୍ୟାହ୍ନରେ ହେବ କୁହାଯାଉଛି ।  ଟ୍ରମ୍ପ ଯୁଦ୍ଧ ଶେଷ କରିବା ଲକ୍ଷ୍ୟରେ ଏକ ଆନ୍ତର୍ଜାତୀୟ ସମ୍ମିଳନୀ ପାଇଁ ମିଶର ଯାତ୍ରା କରିବେ। ୭ ଅକ୍ଟୋବର ୨୦୨୩ରେ ହମାସ ଆକ୍ରମଣରେ ଦକ୍ଷିଣ ଇସ୍ରାଏଲରେ ପ୍ରାୟ ୧,୨୦୦ ଲୋକ ନିହତ ହୋଇଥିଲେ ଏବଂ ୨୫୧ ଜଣଙ୍କୁ ବନ୍ଦୀ କରାଯାଇଥିଲା ।  ଯାହା ଯୁଦ୍ଧର କାରଣ ହୋଇଥିଲା। ପରେ ଇସ୍ରାଏଲର ସାମରିକ ଜବାବରେ ୬୭,୦୦୦ରୁ ଅଧିକ ପାଲେଷ୍ଟାଇନ ଲୋକ ନିହତ ହୋଇଛନ୍ତି, ଯେଉଁଥିରେ ୧୮,୦୦୦ରୁ ଅଧିକ ଶିଶୁ ଅଛନ୍ତି ବୋଲି ହମାସ ପରିଚାଳିତ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ଟ୍ରମ୍ପଙ୍କ ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ୨୦-ଦଫା ଶାନ୍ତି ଯୋଜନାର ପ୍ରଥମ ପର୍ଯ୍ୟାୟରେ ଇସ୍ରାଏଲ ଓ ହମାସ ସହମତ ହେବା ପରେ ଶୁକ୍ରବାର ସକାଳୁ ଗାଜାରେ ଯୁଦ୍ଧବିରତି ଲାଗୁ ହୋଇଛି ।
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମେ ଇସ୍ରାଏଲ ଏବଂ ତା’ପରେ ଶାର୍ମ ଏଲ୍-ଶେଖ ଯାତ୍ରା କରିବେ। ଏହା ପୂର୍ବରୁ ସେ ଗାଜା ପଟ୍ଟିରେ ଦୁଇବର୍ଷ ଧରି ଚାଲିଥିବା ଯୁଦ୍ଧ ଶେଷ ହୋଇଥିବା ଘୋଷଣା କରିଛନ୍ତି । ହମାସ ଆଜି ୨୦ ଜଣ ଜୀବିତ ଇସ୍ରାଏଲୀ ବନ୍ଧକଙ୍କୁ ମୁକ୍ତ କରିବ ବୋଲି ଆଶା କରାଯାଉଛି । ଇସ୍ରାଏଲରେ ଏଥିପାଇଁ ପ୍ରସ୍ତୁତି ସରିସାରିଛି । ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ବନ୍ଧକଙ୍କ ମୁକ୍ତିକୁ ଐତିହାସିକ ବୋଲି ବର୍ଣ୍ଣନା କରିଛନ୍ତି । ହମାସ ୭ଅକ୍ଟୋବର, ୨୦୨୩ରେ ୨୫୦ଜଣ ଇସ୍ରାଏଲୀ ନାଗରିକଙ୍କୁ ବନ୍ଧକ କରି ନେଇଥିଲା ।  ଯାହାଙ୍କ ମଧ୍ୟରୁ 50 ଜଣ ଏବେ ବି ବନ୍ଦୀ ଅବସ୍ଥାରେ ଅଛନ୍ତି। ଇସ୍ରାଏଲର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନରେ ଏପର୍ଯ୍ୟନ୍ତ ୬୬ହଜାର ପାଲେଷ୍ଟାଇନୀ ନିହତ ହୋଇଛନ୍ତି ।
Share197Tweet123
M M

M M

ଆଜିର ପାଗ

Bhubaneswar
March 11, 2026, 1:51 AM
 

SSE
Partly cloudy
24°C
1.3 m/s
Apparent: 28°C
Pressure: 1012 mb
Humidity: 89%
Winds: 1.3 m/s SSE
Windgusts: 7.8 m/s
UV-Index: 0
Precip.: 0mm /10% / Rain
Sunrise: 5:58 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom