• Latest
  • Trending
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST

କିମିଆ କରିଛି ‘ହେ କଳା ବାନ୍ଧବ’

Dec-28-2025 03:27 PM IST
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

Dec-28-2025 09:31 AM IST
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

Dec-28-2025 09:24 AM IST
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

Dec-28-2025 09:21 AM IST

କ’ଣ କହୁଛି ଆଜିର ରାଶିଫଳ

Dec-28-2025 08:58 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Dec-27-2025 03:48 PM IST
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Dec-27-2025 03:25 PM IST

ପ୍ରତ୍ୟେକ ପରିବାରର ଅତି କମରେ ତିନୋଟି ସନ୍ତାନ ହେବା ଉଚିତ…

Dec-27-2025 03:02 PM IST
ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?

ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?

Dec-27-2025 10:16 AM IST
  • About
  • Careers
  • Contact Us
Sunday, December 28, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

by M M
Oct-21-2025 04:08 PM IST
in ଦେଶ ବିଦେଶ
0
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ
502
SHARES
1.4k
VIEWS
Share on FacebookShare on Twitter

ଇସ୍ରାଏଲ ସହ ଯୁଦ୍ଧବିରତି ଭଙ୍ଗ କଲେ ଭୟଙ୍କର ପରିଣାମ ହେବ ବୋଲି ଚେତାବନୀ ଦେଇଛନ୍ତି ଟ୍ରମ୍ପ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଆତଙ୍କବାଦୀ  ସଂଗଠନ ହମାସ ଜାରି ରହିଥିବା ଯୁଦ୍ଧବିରତିକୁ ମାନିବାକୁ ପଡ଼ିବ ।  ଇସ୍ରାଏଲ ସହ ଜାରି ରହିଥିବା ଯୁଦ୍ଧବିରତିକୁ ଭଙ୍ଗ କଲେ ହମାସକୁ ବଡ଼ ପରିଣାମ ଭୋଗିବାକୁ ପଡ଼ିବ ବୋଲି ସେ କହିଛନ୍ତି। ହମାସ ପୁଣି ଆକ୍ରମଣ କରିବା ନେଇ ଘୋଷଣା କରିଥିବା ବେଳେ ଟ୍ରମ୍ପ ଏହାର ଜବାବ ଦେଇ କହିଛନ୍ତି ଏପରି କଲେ ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ  । ଏବେ ଜାରି ରହିଥିବା ଯୁଦ୍ଧବିରତି ଆଗକୁ ବଜାୟ ରହିବା ଜରୁରୀ ବୋଲି ଟ୍ରମ୍ପ ଜୋର ଦେଇଛନ୍ତି ।  ଏହାର ଖିଲାପି ହମାସ କଲେ ଫଳାଫଳ ଭୟଙ୍କର ହେବ। ଯୁଦ୍ଧବିରତିରୁ ଓହରି ଆସିଲେ ହମାସକୁ ମୂଳପୋଛ କରିଦିଆଯିବ ବୋଲି ଟ୍ରମ୍ପ କହିଛନ୍ତି। ଆତଙ୍କବାଦୀ ଗୋଷ୍ଠୀକୁ ଯୁଦ୍ଧବିରତିର ନିୟମ ପାଳନ କରିବାକୁ ପଡ଼ିବ ।  ନଚେତ୍ ହମାସ ଉପରେ ଭୟଙ୍କର ଆକ୍ରମଣ ହେବ ବୋଲି ସେ କହିଛନ୍ତି । ଯଦି ହମାସ ଆକ୍ରମଣ ଜାରି ରଖେ ତେବେ ଆମେରିକା ହମାସକୁ ଶେଷ କରିଦେବ।

ଆମେରିକା ଏପର୍ଯ୍ୟନ୍ତ ଏଭଳି କରିବାକୁ ଚାହୁଁନାହିଁ ବୋଲି ଟ୍ରମ୍ପ କହିଛନ୍ତି। ଆମେରିକା ବାରମ୍ବାର ହମାସକୁ ଅସ୍ତ୍ରବିରତି ପାଳନ କରିବାକୁ ଚେତାବନୀ ଦେଇଆସୁଛି । ଅନ୍ୟପଟେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ମଧ୍ୟ ହମାସକୁ କଡ଼ା ଚେତାବନୀ ଦେଇଛନ୍ତି। ଯଦି ହମାସ ଇସ୍ରାଏଲ ସେନା ଉପରେ ପୁନଃ ଆକ୍ରମଣ କରେ ତେବେ ଏଥିପାଇଁ ହମାସକୁ ଭାରି ମୂଲ୍ୟ ଦେବାକୁ ପଡ଼ିବ ବୋଲି ନେତନ୍ୟାହୁ କହିଛନ୍ତି। ଏହି ଦୁଇ ନେତାଙ୍କ ଚେତାବନୀ ମଧ୍ୟପ୍ରାଚ୍ୟରେ ଶାନ୍ତି ପ୍ରକ୍ରିୟାକୁ ପ୍ରଭାବିତ କରିପାରେ। ହମାସ ଏହାକୁ କିଭଳି ଗ୍ରହଣ କରୁଛି ତାହା ଦେଖିବାକୁ ବାକି ରହିଛି।

Share201Tweet126
M M

M M

ଆଜିର ପାଗ

Bhubaneswar
December 28, 2025, 7:29 PM
 

E
Clear sky
20°C
0.6 m/s
Apparent: 17°C
Pressure: 1015 mb
Humidity: 95%
Winds: 0.6 m/s E
Windgusts: 4.4 m/s
UV-Index: 0
Precip.: 0mm /0% / Rain
Sunrise: 6:20 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କିମିଆ କରିଛି ‘ହେ କଳା ବାନ୍ଧବ’

December 28, 2025
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

December 28, 2025
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

December 28, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom