• Latest
  • Trending
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

by M M
Oct-21-2025 12:39 PM IST
in ଦେଶ ବିଦେଶ
0
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?
498
SHARES
1.4k
VIEWS
Share on FacebookShare on Twitter

ଆସନ୍ତା ୬ ଏବଂ ୧୧ ତାରିଖରେ ବିହାରରେ ମତଦାନ ହେବ ।  ୧୪ ତାରିଖରେ ଫଳାଫଳ ଘୋଷଣା ହେବ । ପ୍ରଥମ ପର୍ଯ୍ୟାୟରେ ୧୨୧ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୧୨୨ ଆସନରେ ଭୋଟ ପଡ଼ିବ । ପ୍ରଥମ ପର୍ଯ୍ୟାୟର ନାମାଙ୍କନ ଦାଖଲର ଶେଷ ତାରିଖ ୧୭ ରହିଥିଲା । ଏବଂ ଦ୍ବିତୀୟ ପର୍ଯ୍ୟାର ଶେଷ ତାରିଖ ୨୦ ରହିଥିଲା । ଏବେ ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିବାବବେଳେ ନିଜର ପ୍ରଚାର ଆରମ୍ଭ କରିଛନ୍ତି । ଶକ୍ତି ପ୍ରଦର୍ଶନ ଲାଗି ମସସ୍ତ ଦଳ ଫୁଲ୍ ଦମରେ ଲାଗି ପଡ଼ିଛନ୍ତି । କିନ୍ତୁ ଯାହା ଦେଖାଯାଉଛି ବିହାରରେ ଏବେ ଆସନ ଭାଗବଣ୍ଟାକୁ ନେଇ ମହାଗଠବନ୍ଧନରେ କିଛି ଠିକ୍ ଚାଲିନି । ଇଣ୍ଡିଆ ବ୍ଲକରେ ଥିବା ବିଭିନ୍ନ ଦଳର ନେତାମାନେ ପରସ୍ପର ବିରୋଧରେ  ପ୍ରାର୍ଥୀପତ୍ର ଦାଖଲ କରି ପ୍ରଚାର କରୁଛନ୍ତି ।

ଦଳମାନଙ୍କ ମଧ୍ୟରେ ଚାଲିଥିବା ବୈଠକ ବିଫଳ ହୋଇଥିବା ବେଳେ କିଛିଦିନ ହେବ ନେତାମାନେ ଏନେଇ ବିବାଦୀୟ ମନ୍ତବ୍ୟ ଦେଉଛନ୍ତି । ମହାମେଣ୍ଟ ମଧ୍ୟରେ ସବୁ ଆସନରେ ଭାଗବଣ୍ଟା ହୋଇପାରିନଥିବାରୁ ନିଜ ନିଜ ଭିତରେ ଫ୍ରେଣ୍ଡଲି ଲଢ଼େଇ ଚାଲିଥିବା କୁହାଯାଉଛି ।  ୧୧ ଆସନରେ ମହାମେଣ୍ଟ ନିଜ ନିଜ ମଧ୍ୟରେ ମଇଦାନରେ ଲଢ଼େଇ କରୁଥିବା କୁହାଯାଉଥିବା ବେଳେ ଟିକେଟ ନମିଳିବାରୁ ଅନେକ ବିଧାୟକ ସ୍ବାଧୀନ ଭାବେ ମଧ୍ୟ ଲଢ଼ୁଛନ୍ତି ।  ୬ଟି ଆସନରେ କଂଗ୍ରେସ ଏବଂ ଆରଜେଡି ଉଭୟ ପ୍ରାର୍ଥୀ ଦେଇଥିବାବେଳେ ବାକି ଆସନରେ ବାମଦଳମାନେ ମଧ୍ୟ ପ୍ରାର୍ଥୀ ଦେଇଛନ୍ତି । ବୈଶାଳୀ ଆସନରେ ଆରଜେଡି ନେତା ଅଜୟ କୁଶଓ୍ବାହାଙ୍କ ସହ କଂଗ୍ରେସର ସଞ୍ଜୀବ କୁମାର ମୁହାଁମୁହିଁ ହେବେ । ସେପଟେ ଏହାର ଫାଇଦା ଏନଡିଏ ମେଣ୍ଟକୁ ହୋଇପାରେ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି ।

Share199Tweet125
M M

M M

ଆଜିର ପାଗ

Bhubaneswar
November 18, 2025, 12:49 AM
 

N
Overcast
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 6.4 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:05 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom