• Latest
  • Trending
ବ୍ରିଟେନରରେ ବଦଳିଲ ସରକାର କଣ ରହିବ ଭାରତର ଆଭିମୁଖ୍ୟ

ବ୍ରିଟେନରରେ ବଦଳିଲ ସରକାର କଣ ରହିବ ଭାରତର ଆଭିମୁଖ୍ୟ

Jul-06-2024 05:35 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Monday, November 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବ୍ରିଟେନରରେ ବଦଳିଲ ସରକାର କଣ ରହିବ ଭାରତର ଆଭିମୁଖ୍ୟ

ନୂଆ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି କେୟର ଷ୍ଟାର୍ମର

by M M
Jul-06-2024 05:35 PM IST
in ଦେଶ ବିଦେଶ, ବଡ଼ ଖବର, ଭିଡ଼ିଓ
0
ବ୍ରିଟେନରରେ ବଦଳିଲ ସରକାର କଣ ରହିବ ଭାରତର ଆଭିମୁଖ୍ୟ
491
SHARES
1.4k
VIEWS
Share on FacebookShare on Twitter

ବ୍ରିଟେନରେ ଋଷି ସୁନକଙ୍କ ସରକାର ଯିବା ପରେ ନୂଆ ସରକାର ଗଠନ ହେବାକୁ ଯାଉଛି । ଋଷିଙ୍କ ନେତୃତ୍ୱାଧୀନ କଞ୍ଜରଭେଟିଭ୍ ପାର୍ଟି ଚଳାଇଥିବା ୧୪ ବର୍ଷର ଶାସନର ଅନ୍ତ ଘଟିଛି। ବ୍ରିଟେନ୍ ସାଧାରଣ ନିର୍ବାଚନରେ ବାମପନ୍ଥୀ ଚିନ୍ତାଧାରା ଲେବର ପାର୍ଟି ବିପୁଳ ବିଜୟ ହାସଲ କରିଛି  । କେୟର ଷ୍ଟାର୍ମର ନୂଆ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି।  ୬୫୦ ଆସନ ବିଶିଷ୍ଟ ସଂସଦରେ ଲେବର ଦଳ ୩୨୬ର ମ୍ୟାଜିକ୍ ନମ୍ବର ଅତିକ୍ରମ କରିବା ପରେ ସୁନକ ଦଳର ପରାଜୟ ସ୍ୱୀକାର କରିଥିଲେ।  ଷ୍ଟାର୍ମର କହିଛନ୍ତି, ବର୍ତ୍ତମାନ ପରିବର୍ତ୍ତନ ଆରମ୍ଭ ହୋଇଛି ଏବଂ ଏଭଳି ଜନାଦେଶ ତାଙ୍କୁ ଏକ ବଡ଼ ଦାୟିତ୍ୱ ପ୍ରଦାନ କରିଛି। ନିଜ ସଂସଦୀୟ ଆସନ ବଜାୟ ରଖିଥିବା ସୁନକ କହିଛନ୍ତି ଯେ ରେକର୍ଡ ପରାଜୟକୁ ସ୍ବୀକାର କରୁଛି ଏବଂ ସୁରୁଖୁରୁରେ କ୍ଷମତା ହସ୍ତାନ୍ତର ପ୍ରକ୍ରିୟା ଶେଷ ହୋଇଛି।

 

 

 

Tags: nationalnewsroom
Share196Tweet123
M M

M M

ଆଜିର ପାଗ

Bhubaneswar
November 17, 2025, 12:47 PM
 

NNE
Clear sky
27°C
3 m/s
Apparent: 16°C
Pressure: 1016 mb
Humidity: 80%
Winds: 3 m/s NNE
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom