• Latest
  • Trending

ରୁଷର ଆଉ ଏକ ଅଂଚଳକୁ ଦଖଲ ନେଇ ୟୁକ୍ରେନର ଦାବି

Aug-22-2024 09:41 PM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ରୁଷର ଆଉ ଏକ ଅଂଚଳକୁ ଦଖଲ ନେଇ ୟୁକ୍ରେନର ଦାବି

by M M
Aug-22-2024 09:41 PM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ରୁଷିଆ-ୟୁକ୍ରେନ ଯୁଦ୍ଧର ମୋଡ ଦିନକୁ ଦିନ ବଦଳିବାରେ ଲାଗିଛି ।  ରଷ ଉପରେ ଘନ ଘନ ଆକ୍ରମଣ କରିଚାଲିଛି ୟୁକ୍ରେନ । ରୁଷର କୁର୍ସ୍କ ଅଞ୍ଚଳର ଅନ୍ୟ ଏକ ଅଞ୍ଚଳକୁ ନିୟନ୍ତ୍ରଣକୁ ନେଇଥିବା ୟୁକ୍ରେନ ସେନା ଦାବି କରିଛି ।

ଯଦି ୟୁକ୍ରେନର ଏହି ଦାବି ସତ ହୁଏ ତେବେ ଋଷ ରାଷ୍ଟ୍ରପତି ପୁଟିନଙ୍କ ପାଇଁ ଏହା କ୍ରମାଗତ ଦ୍ୱିତୀୟ ବଡ ଝଟକା । ଏହା ରୁଷସେନାର ମନୋବଳକୁ ଆହୁରି ଭାଙ୍ଗିବ। ଦୁଇ ସପ୍ତାହ ମଧ୍ୟରେ ଏହି ଦ୍ବିତୀୟ ବଡ଼ ଧରଣର ବିପର୍ଯ୍ୟୟ ସମଗ୍ର ବିଶ୍ୱକୁ ସ୍ତବ୍ଧ କରିଦେଇଛି। କିଛି ମାସ ତଳେ ପୁଟିନ୍ ଭାବି ନଥିବେ ଯେ ରୁଷିଆର ଅସ୍ତ୍ରଶସ୍ତ୍ର  ଆଗରେ ପ୍ରାୟ ମୁଣ୍ଡ ନୁଆଁଇଥିବା ୟୁକ୍ରେନ୍ ଏଭଳି ଭାବେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିବ।

କିନ୍ତୁ ଏବେ ୟୁକ୍ରେନ ସେନା ଲଗାତାର ଋଷ ଉପରେ ଆକ୍ରମଣ ଜାରି ରଖିଛି । ଇତିମଧ୍ୟରେ ୟୁକ୍ରେନର ରାଷ୍ଟ୍ରପତି ଭ୍ଲାଦିମିର ଜେଲେନସ୍କି ଦୁଇ ସପ୍ତାହ ପୂର୍ବରୁ ରୁଷିଆ ସୀମାରେ ପ୍ରବେଶ କରିବା ପରେ ପ୍ରଥମ ଥର ପାଇଁ ସୀମାନ୍ତ ଅଞ୍ଚଳ ଗସ୍ତ କରିଛନ୍ତି। ଏହି ସମୟରେ ସେ ଉତ୍ତର-ପୂର୍ବ ୟୁକ୍ରେନର ସୁମି ଅଞ୍ଚଳ ଗସ୍ତ କରିଥିଲେ। ୟୁକ୍ରେନର ସାମରିକ କମାଣ୍ଡରଙ୍କ ସହ ଏକ ବୈଠକରେ ଜେଲେନସ୍କି କହିଛନ୍ତି ଯେ ୟୁକ୍ରେନ ସେନା କୁର୍ସ୍କ ଅଞ୍ଚଳରେ ଅନ୍ୟ ଏକ ଜନବସତିକୁ ନିୟନ୍ତ୍ରଣକୁ ନେଇଥିବା ଦାବି କରିଛି ।

Tags: internationalnewsnewsroomUkraine-Russia
Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 7:36 AM
 

SSW
Mainly clear
28°C
3.9 m/s
Apparent: 31°C
Pressure: 1007 mb
Humidity: 97%
Winds: 3.9 m/s SSW
Windgusts: 10.8 m/s
UV-Index: 0
Precip.: 0mm /62% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom