• Latest
  • Trending
ଜନ ଅଧିକାରକୁ ପୂରା କରିବାର ଦାୟିତ୍ୱ ନେବା – ଧର୍ମେନ୍ଦ୍ର ପ୍ରଧାନ

ଜନ ଅଧିକାରକୁ ପୂରା କରିବାର ଦାୟିତ୍ୱ ନେବା – ଧର୍ମେନ୍ଦ୍ର ପ୍ରଧାନ

Jul-05-2024 05:36 PM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-21-2025 12:19 PM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଜନ ଅଧିକାରକୁ ପୂରା କରିବାର ଦାୟିତ୍ୱ ନେବା – ଧର୍ମେନ୍ଦ୍ର ପ୍ରଧାନ

by M M
Jul-05-2024 05:36 PM IST
in ବଡ଼ ଖବର, ରାଜ୍ୟ
0
ଜନ ଅଧିକାରକୁ ପୂରା କରିବାର ଦାୟିତ୍ୱ ନେବା – ଧର୍ମେନ୍ଦ୍ର ପ୍ରଧାନ
491
SHARES
1.4k
VIEWS
Share on FacebookShare on Twitter

ସମ୍ବଲପୁର : କୁଚିଣ୍ଡାବାସୀଙ୍କ ଅଧିକାର ପୂରା କରିବା ପାଇଁ ଦାୟିତ୍ୱ ନେବାକୁ କହିଛନ୍ତି କେନ୍ଦ୍ରମନ୍ତ୍ରୀ । ଲୋକକଲ୍ୟାଣରେ ନିଜକୁ ଉତ୍ସର୍ଗ କରିବା ସହ  ପ୍ରଧାନମନ୍ତ୍ରୀ ଏବଂ ବିଜେପି ପ୍ରତି ଥିବା ଆସ୍ଥାକୁ ବଜାୟ ରଖିବା ପାଇଁ କୁଚିଣ୍ଡାରେ ଆୟୋଜିତ ‘ବିଜୟ ସମ୍ବର୍ଦ୍ଧନା ଉତ୍ସବ’ରେ ଯୋଗଦେବା ଅବସରରେ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଓଡ଼ିଶାରେ ବିଜେପିକୁ ଆଶୀର୍ବାଦ କରିଥିବାରୁ କୁଚିଣ୍ଡାର ଜନସାଧାରଣ ବିଶେଷତଃ ମାତୃଶକ୍ତି ଏବଂ ଯୁବଶକ୍ତିଙ୍କୁ ଧନ୍ୟବାଦ ଜଣାଉଛି । ସ୍ୱାଧୀନତା ପରେ କୁଚିଣ୍ଡା ଅଞ୍ଚଳର ଜନପ୍ରତିନିଧି ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ଭାବେ ଲୋକଙ୍କ ସେବା କରିବାର ଦାୟିତ୍ୱ ନେଇଛନ୍ତି, ଯାହା ଅଞ୍ଚଳ ପାଇଁ ଗୌରବର ବିଷୟ । ସେ ଆହୁରି କହିଛନ୍ତି ଯେ କୁଚିଣ୍ଡା ହେଉଛି ଏକ କୃଷି ପ୍ରାଧାନ୍ୟ ଅଞ୍ଚଳ । ଏହି ଅଞ୍ଚଳରେ ପାଣି ଅଭାବ ନାହିଁ । ଉର୍ବର ଜମିର ଅଭାବ ନାହିଁ । ଏଠାରେ ଧାନ, ବିଭିନ୍ନ ରକମର ପନିପରିବା, ଜଙ୍ଗତଜାତ ଦ୍ରବ୍ୟ ଉତ୍ପାଦିତ ହେଉଛି । ଏଠାରେ ଉତ୍ପାଦିତ ହେଉଥିବା ଲଙ୍କାର ବିଶେଷ ଚାହିଦା ରହିଛି । ଏହାକୁ ବିଶ୍ୱ ବଜାରକୁ ନେବାକୁ ହେବ । କୃଷି ଶିଳ୍ପ ଭିତ୍ତିକ ଏକ କ୍ଲଷ୍ଟର କରିବାର ଯୋଜନା କରିବା । କୁଚିଣ୍ଡା ସବ୍-ଡିଭିଜନର ଗୌରବ ବଢାଇବା ପାଇଁ ଆମେ ସମସ୍ତେ କାର୍ଯ୍ୟକର୍ତ୍ତାମାନେ ନମ୍ରତାର ସହ ପରିଶ୍ରମ କରିବା । ଘରେ ଘରେ ରୋଜଗାରର ଦାୟିତ୍ୱ ନେବା । ଦାୟିତ୍ୱ ସମ୍ପନ୍ନତାର ସହ ନମ୍ରତା ବଜାୟ ରଖି ଅକଥନୀୟ ପରିଶ୍ରମ କରି ଲୋକକଲ୍ୟାଣ ପାଇଁ ସର୍ବସ୍ୱ ଉତ୍ସର୍ଗ କରିବା । କଳା, ସଂସ୍କୃତି, କ୍ରୀଡାରେ ପରିପୂର୍ଣ୍ଣ କୁଚିଣ୍ଡାର ସର୍ବାଙ୍ଗୀନ ବିକାଶ କରିବା ପାଇଁ ବିଜେପି ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ସମ୍ବଲପୁର ଏବଂ କୁଚିଣ୍ଡାରେ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ ପୃଥକ ପୃଥକ ବୈଠକ କରିଥିଲେ । ବୈଠକରେ ବର୍ଷାରମ୍ଭ ସମୟରେ ପ୍ରଶାସନର ପ୍ରସ୍ତୁତି ସହ ବିଶୁଦ୍ଧ ପାନୀୟଜଳ, ସ୍ୱଚ୍ଛତାକୁ ଗୁରୁତ୍ବ, ଡ୍ରେନେଜ ବ୍ୟବସ୍ଥା, ରାସ୍ତାଘାଟ, ରାସ୍ତାପାର୍ଶ୍ବ ଆଲୋକୀକରଣ ପାଇଁ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ଉପରେ ସମୀକ୍ଷା କରାଯାଇଥିଲା । ସମ୍ବଲପୁରକୁ ଅଧିକ ସ୍ୱଚ୍ଛ, ଆଧୁନିକ ଓ ବିକଶିତ ସହର କରିବା ପାଇଁ ଦୀର୍ଘମିଆଦୀ ଯୋଜନା ଉପରେ ଗୁରୁତ୍ୱ ଦିଆଯାଇଛି । ଏହି ଗସ୍ତ କାଳରେ ଶ୍ରୀ ପ୍ରଧାନ କୁଚିଣ୍ଡା ସ୍ଥିତ ଦୁର୍ଗା ମନ୍ଦିର ଓ ହନୁମାନ ମନ୍ଦିରରେ ଦର୍ଶନ କରିଥିଲେ ।

ସେହିପରି ଓଡ଼ିଶା ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ତଥା କୁଚିଣ୍ଡା ବିଧାୟକ ରବି ନାରାୟଣ ନାୟକଙ୍କ ଉପସ୍ଥିତିରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହ ଆୟୋଜିତ ବୈଠକରେ ଆଲୋଚନା କରିଥିଲେ କେନ୍ଦ୍ରମନ୍ତ୍ରୀ । କୁଚିଣ୍ଡାରେ ପାନୀୟ ଜଳ, ରାସ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, ଜଙ୍ଗଲ, ଜଳସେଚନ, କୃଷି ଉତ୍ପାଦିତ ସାମଗ୍ରୀ ଉପରେ ଆଲୋଚନା ହୋଇଥିଲା । ଲୋକକଲ୍ୟାଣକୁ ଗୁରୁତ୍ୱ ଦେଇ ଲୋକଙ୍କ ହିତରେ କାମ କରିବା ପାଇଁ ସ୍ଥାନୀୟ ପ୍ରଶାସନକୁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଥିଲେ । କୁଚିଣ୍ଡା ସବ-ଡିଭିଜନର ବିକାଶ କରିବା ପାଇଁ ଏକ ରୋଡମ୍ୟାପ୍ ପ୍ରସ୍ତୁତି କରିବା ଦିଗରେ ମଧ୍ୟ ଆଲୋଚନା ହୋଇଥିଲା ।

 

Tags: bjpnewsnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 2:13 AM
 

NW
Clear sky
25°C
0.7 m/s
Apparent: 31°C
Pressure: 1011 mb
Humidity: 95%
Winds: 0.7 m/s NW
Windgusts: 7.5 m/s
UV-Index: 0
Precip.: 0mm /45% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

October 21, 2025
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

October 21, 2025
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

October 21, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom