• Latest
  • Trending
ଝାରସୁଗୁଡ଼ା ଓ ସମ୍ବଲପୁରରେ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡ଼ା ଓ ସମ୍ବଲପୁରରେ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

October 13, 2024

ଟଙ୍କା କେଉଁଠି କରିବେ ନିବେଶ

August 11, 2025

ମୁନିର ବନିବେ କି ପାକିସ୍ତାନ ମୁଖ୍ୟ

August 11, 2025
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025
ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

August 9, 2025

ଏବେ ବିଦେଶୀ ନୁହେଁ ସ୍ବଦେଶୀ ! କଣ ପଡ଼ିବ ପ୍ରଭାବ

August 9, 2025

ଭୋଟ ଚୋରି

August 9, 2025

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025
  • About
  • Careers
  • Contact Us
Wednesday, August 13, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଝାରସୁଗୁଡ଼ା ଓ ସମ୍ବଲପୁରରେ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

by M M
October 13, 2024
in ରାଜ୍ୟ
0
ଝାରସୁଗୁଡ଼ା ଓ ସମ୍ବଲପୁରରେ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
491
SHARES
1.4k
VIEWS
Share on FacebookShare on Twitter

ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପବିତ୍ର ବିଜୟା ଦଶମୀ ଓ ଦଶହରା ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ଅବସରରେ  ଝାରସୁଗୁଡ଼ା ଓ ସମ୍ବଲପୁରରେ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲିବା ସହ ମା’ଦୁର୍ଗାଙ୍କ ଦର୍ଶନ କରିଛନ୍ତି । ପ୍ରଭୁ ଶ୍ରୀରାମ, ମା’ ଦୁର୍ଗା ଓ ମା’ ସମଲେଇଙ୍କ ଆଶୀର୍ବାଦରୁ ସମାଜରୁ ଅନ୍ଧକାର ରୂପକ ରାବଣ ବିଲୁପ୍ତ ହେଉ । ଆମ ରାଜ୍ୟ ଓ ଦେଶ ପ୍ରଗତିର ପଥରେ ଆଗକୁ ଯାଉ ବୋଲି ଶ୍ରୀ ପ୍ରଧାନ ପ୍ରାର୍ଥନା କରିଛନ୍ତି ।

ସମ୍ବଲପୁରର ଠେଲକୋଲି ଏବଂ ରେଙ୍ଗାଲି ଠାରେ ଦୁର୍ଗାପୂଜା ବୁଲିବା ସହ ଅଇଁଠାପାଲି ଠାରେ ରାବଣ ପୋଡ଼ି ଉତ୍ସବ – ୨୦୨୪ରେ ସାମିଲ ହୋଇ ରାବଣ ଦହନ କରିଛନ୍ତି ।

ଏହି ଅବସରରେ ସେ କହିଛନ୍ତି ଯେ ଦୁର୍ଗା ପୂଜା କେବଳ ଏକ ପର୍ବ ନୁହେଁ ବରଂ ଆମର ସାଂସ୍କୃତିକ ଐତିହ୍ୟର ପ୍ରତୀକ । ଆମର କଳା, ସଂସ୍କୃତି, ପରମ୍ପରାକୁ ଉଜାଗର କରିବାର ଅନନ୍ୟ ଅବସର ।

ଦୁର୍ଗା ପୂଜା ସାମାଜିକ ସମରସତାର ଅନନ୍ୟ ବିଭବ । ଆସୁରିକ ଶକ୍ତି ଉପରେ ଦିବ୍ୟଶକ୍ତି ; ଅଧର୍ମ ଉପରେ ଧର୍ମର ବିଜୟ ଏବଂ ଅସତ୍ୟ ଉପରେ ସତ୍ୟର ବିଜୟର ପ୍ରତୀକ ।

 

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଟଙ୍କା କେଉଁଠି କରିବେ ନିବେଶ

August 11, 2025

ମୁନିର ବନିବେ କି ପାକିସ୍ତାନ ମୁଖ୍ୟ

August 11, 2025
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025

Weather

Bhubaneswar
August 13, 2025, 8:32 am
 

ESE
Slight rain showers
32°C
3.4 m/s
Apparent: 35°C
Pressure: 1002 mb
Humidity: 90%
Winds: 3.4 m/s ESE
Windgusts: 8.4 m/s
UV-Index: 0
Precip.: 2.5mm /58% / Rain
Sunrise: 5:25 am
Sunset: 6:17 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom