• Latest
  • Trending
ଝାରସୁଗୁଡ଼ା ଓ ସମ୍ବଲପୁରରେ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡ଼ା ଓ ସମ୍ବଲପୁରରେ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Oct-13-2024 07:30 AM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

Dec-10-2025 10:19 PM IST
  • About
  • Careers
  • Contact Us
Friday, December 12, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଝାରସୁଗୁଡ଼ା ଓ ସମ୍ବଲପୁରରେ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

by M M
Oct-13-2024 07:30 AM IST
in ରାଜ୍ୟ
0
ଝାରସୁଗୁଡ଼ା ଓ ସମ୍ବଲପୁରରେ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
491
SHARES
1.4k
VIEWS
Share on FacebookShare on Twitter

ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପବିତ୍ର ବିଜୟା ଦଶମୀ ଓ ଦଶହରା ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ଅବସରରେ  ଝାରସୁଗୁଡ଼ା ଓ ସମ୍ବଲପୁରରେ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲିବା ସହ ମା’ଦୁର୍ଗାଙ୍କ ଦର୍ଶନ କରିଛନ୍ତି । ପ୍ରଭୁ ଶ୍ରୀରାମ, ମା’ ଦୁର୍ଗା ଓ ମା’ ସମଲେଇଙ୍କ ଆଶୀର୍ବାଦରୁ ସମାଜରୁ ଅନ୍ଧକାର ରୂପକ ରାବଣ ବିଲୁପ୍ତ ହେଉ । ଆମ ରାଜ୍ୟ ଓ ଦେଶ ପ୍ରଗତିର ପଥରେ ଆଗକୁ ଯାଉ ବୋଲି ଶ୍ରୀ ପ୍ରଧାନ ପ୍ରାର୍ଥନା କରିଛନ୍ତି ।

ସମ୍ବଲପୁରର ଠେଲକୋଲି ଏବଂ ରେଙ୍ଗାଲି ଠାରେ ଦୁର୍ଗାପୂଜା ବୁଲିବା ସହ ଅଇଁଠାପାଲି ଠାରେ ରାବଣ ପୋଡ଼ି ଉତ୍ସବ – ୨୦୨୪ରେ ସାମିଲ ହୋଇ ରାବଣ ଦହନ କରିଛନ୍ତି ।

ଏହି ଅବସରରେ ସେ କହିଛନ୍ତି ଯେ ଦୁର୍ଗା ପୂଜା କେବଳ ଏକ ପର୍ବ ନୁହେଁ ବରଂ ଆମର ସାଂସ୍କୃତିକ ଐତିହ୍ୟର ପ୍ରତୀକ । ଆମର କଳା, ସଂସ୍କୃତି, ପରମ୍ପରାକୁ ଉଜାଗର କରିବାର ଅନନ୍ୟ ଅବସର ।

ଦୁର୍ଗା ପୂଜା ସାମାଜିକ ସମରସତାର ଅନନ୍ୟ ବିଭବ । ଆସୁରିକ ଶକ୍ତି ଉପରେ ଦିବ୍ୟଶକ୍ତି ; ଅଧର୍ମ ଉପରେ ଧର୍ମର ବିଜୟ ଏବଂ ଅସତ୍ୟ ଉପରେ ସତ୍ୟର ବିଜୟର ପ୍ରତୀକ ।

Share196Tweet123
M M

M M

ଆଜିର ପାଗ

Bhubaneswar
December 12, 2025, 3:28 PM
 
N
Clear sky
27°C
1.5 m/s
Apparent: 27°C
Pressure: 1012 mb
Humidity: 41%
Winds: 1.5 m/s N
Windgusts: 3.8 m/s
UV-Index: 2.55
Precip.: 0mm /0% / Rain
Sunrise: 6:12 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

December 11, 2025
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom