• Latest
  • Trending

ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଏଚ୍ ଡି କୁମାରସ୍ୱାମୀ

Nov-20-2025 06:36 PM IST
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

May-13-2026 09:22 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଏଚ୍ ଡି କୁମାରସ୍ୱାମୀ

by M M
Nov-20-2025 06:36 PM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ଭାରତର ଇସ୍ପାତ କ୍ଷେତ୍ରର ଭବିଷ୍ୟତ ପ୍ରଗତି ନିମନ୍ତେ ଗହନ ବିଚାରବିମର୍ଶ କରିବା ଉଦ୍ଦେଶ୍ୟରେ ଆଜି ଠାରୁ ଭୁବନେଶ୍ୱର ଠାରେ ଦୁଇ ଦିନିଆ ଚିନ୍ତନ ଶିବିର ଆରମ୍ଭ ହୋଇଛି। କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ. ଡି କୁମାର ସ୍ୱାମୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି।

ଉଦଘାଟନୀ କାର୍ଯ୍ୟକ୍ରମରେ କେନ୍ଦ୍ର ଇସ୍ପାତ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଭୂପତିରାଜୁ ଶ୍ରୀନିବାସ ବର୍ମା, ଓଡ଼ିଶା ସରକାରଙ୍କ ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ସଚିବ ସନ୍ଦୀପ ପୌଣ୍ଡ୍ରିକ ପ୍ରମୁଖ ଉପସ୍ଥିତ ଥିଲେ। ଏମାନଙ୍କ ବ୍ୟତୀତ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଗଣ, ସେଲ୍‌, ଏନଏମଡିସି, ଏମଓଆଇଏଲ, ମେକନ, ଏମଏସଟିସି ଆଦି କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ମୁଖ୍ୟ, ଆଇଏନଏସଡିଏଜି, ଆଇଏସସିଏ, ବିଆଇଏସଏଜି ଆଦିର ବିଶେଷଜ୍ଞଙ୍କ ସମେତ ଟାଟା ଷ୍ଟିଲ୍‌, ଜେଏସଡବ୍ଲୁ ଭଳି ଘରୋଇ ଶିଳ୍ପସଂସ୍ଥାର ପ୍ରତିନିଧିମାନେ ଶିବିରରେ ଯୋଗ ଦେଇଛନ୍ତି ।

କେନ୍ଦ୍ର ମନ୍ତ୍ରୀ ଏଚ.ଡି କୁମାରସ୍ୱାମୀ ତାଙ୍କର ଅଭିଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କର ରଣନୀତିକ ନେତୃତ୍ୱ ଲାଗି କୃତଜ୍ଞତା ବ୍ୟକ୍ତ କରିଥିଲେ ଏବଂ କହିଥିଲେ, ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଭାରତର ଘରୋଇ ଇସ୍ପାତ ଶିଳ୍ପ ଦୃଢ଼ତା ଏବଂ ବିକାଶ ମାର୍ଗରେ ଅଗ୍ରସର ହେଉଛି।

ସେ ରାଷ୍ଟ୍ର ନିର୍ମାଣରେ ଇସ୍ପାତ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକାର ଅବତାରଣା କରିଥିଲେ ଏବଂ କ୍ଷମତାକୁ ସୁଦୃଢ଼ କରିବା ଲାଗି ସରକାରଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ। ପ୍ରତିଦ୍ୱନ୍ଦ୍ୱୀ କ୍ଷମତା ବୃଦ୍ଧି କରିବା ଏବଂ ପରିଚାଳନାଗତ ଉତ୍କର୍ଷତା ହାସଲ ଲାଗି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ମେସିନ ଲର୍ଣ୍ଣିଂ ଏବଂ ଡିଜିଟାଲକରଣ ଭଳି ପ୍ରଯୁକ୍ତିବିଦ୍ୟାକୁ ଗ୍ରହଣ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

କେନ୍ଦ୍ର ମନ୍ତ୍ରୀ ଗବେଷଣା ଏବଂ ବିକାଶରେ ନିରନ୍ତର ନିବେଶର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି କହିଥିଲେ, ସମସ୍ତ ଅଂଶୀଦାରଙ୍କ ସାମୂହିକ ପ୍ରୟାସ ଭାରତର ଇସ୍ପାତ ଶିଳ୍ପର ସାମଗ୍ରିକ ଅଭିବୃଦ୍ଧି ଏବଂ ପ୍ରତିଦ୍ୱନ୍ଦ୍ୱୀ କ୍ଷମତା ସୁନିଶ୍ଚିତ କରିବ, ଯାହା ଦେଶର ପ୍ରଗତିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେବ।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:25 AM
 
SSW
Clear sky
31°C
2 m/s
Apparent: 32°C
Pressure: 1006 mb
Humidity: 85%
Winds: 2 m/s SSW
Windgusts: 11.3 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom