• Latest
  • Trending
ନଭେମ୍ବରରେ ଆସୁଛି ଆଉ ଏକ ବାତ୍ୟା !

ନଭେମ୍ବରରେ ଆସୁଛି ଆଉ ଏକ ବାତ୍ୟା !

Oct-26-2024 03:38 PM IST
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

Dec-13-2025 07:05 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-13-2025 06:34 AM IST
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

Dec-13-2025 06:49 AM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
  • About
  • Careers
  • Contact Us
Sunday, December 14, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ନଭେମ୍ବରରେ ଆସୁଛି ଆଉ ଏକ ବାତ୍ୟା !

by M M
Oct-26-2024 03:38 PM IST
in ଦେଶ ବିଦେଶ, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ଆସୁଛି ଆଉ ଏକ ବାତ୍ୟା ! ବାତ୍ୟା ‘ଦାନା’ ଯିବା ପରେ ପୁଣି ଏକ ବାତ୍ୟା ଆସୁଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।  ରାଜ୍ୟ ଉପରୁ ବାତ୍ୟାର ଭୟ ଟଳି ନାହିଁ। ଚାଇନା ସାଗର ଉପକୂଳରେ ଆଉ ଏକ ବାତ୍ୟାର ସମ୍ଭାବନା ରହିଛି। ଆସନ୍ତା ନଭେମ୍ବର ପ୍ରଥମ ସପ୍ତାହରେ ଏହା ଭୟଙ୍କର ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ୟୁରୋପିଆନ ସେଣ୍ଟର ଫର ମିଡିୟମ ରେଞ୍ଜ ଫୋରକାଷ୍ଟ (ଇସିଏମ୍‌ଡବ୍ଲ୍ୟଏଫ୍‌) ସମେତ କେତେକ ଅନ୍ତର୍ଜାତୀୟ ପାଣିପାଗ ମଡେଲ ସୂଚନା ଅନୁଯାୟୀ ନଭେମ୍ବର ୬ କିମ୍ବା ୭ ତାରିଖ ବେଳକୁ ଚାଇନା ସାଗରରେ ଥିବା ଘୂର୍ଣ୍ଣିବଳୟ ସାମୁଦ୍ରିକ ଝଡ଼ରେ ପରିଣତ ହୋଇପାରେ। ଏହା ଓଡ଼ିଶା କିମ୍ବା ତାମିଲନାଡୁ ଉପକୂଳମୁହାଁ ହେବାର ସମ୍ଭାବନା ରହିଛି।

Tags: nationalnewsnewsroomweather
Share196Tweet123
M M

M M

ଆଜିର ପାଗ

Bhubaneswar
December 14, 2025, 4:48 AM
 

NNW
Mainly clear
14°C
0.9 m/s
Apparent: 17°C
Pressure: 1017 mb
Humidity: 91%
Winds: 0.9 m/s NNW
Windgusts: 5.8 m/s
UV-Index: 0
Precip.: 0mm /0% / Rain
Sunrise: 6:13 AM
Sunset: 5:08 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

December 13, 2025
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

December 13, 2025
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom