• Latest
  • Trending
ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ପୁରସ୍କାର

ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ପୁରସ୍କାର

Sep-30-2024 02:39 PM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-28-2025 11:37 PM IST

କିମିଆ କରିଛି ‘ହେ କଳା ବାନ୍ଧବ’

Dec-28-2025 03:27 PM IST
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

Dec-28-2025 09:31 AM IST
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

Dec-28-2025 09:24 AM IST
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

Dec-28-2025 09:21 AM IST

କ’ଣ କହୁଛି ଆଜିର ରାଶିଫଳ

Dec-28-2025 08:58 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Dec-27-2025 03:48 PM IST
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Dec-27-2025 03:25 PM IST

ପ୍ରତ୍ୟେକ ପରିବାରର ଅତି କମରେ ତିନୋଟି ସନ୍ତାନ ହେବା ଉଚିତ…

Dec-27-2025 03:02 PM IST
  • About
  • Careers
  • Contact Us
Monday, December 29, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ମନୋରଞ୍ଜନ

ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ପୁରସ୍କାର

by M M
Sep-30-2024 02:39 PM IST
in ମନୋରଞ୍ଜନ
0
491
SHARES
1.4k
VIEWS
Share on FacebookShare on Twitter

ଭାରତୀୟ ସିନେମାରେ ବଳିଷ୍ଠ ଅବଦାନ ପାଇଁ  ବଲିଉଡର ଲୋକପ୍ରିୟ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ପୁରସ୍କାର  । ଭାରତୀୟ ସିନେମାରେ ତାଙ୍କର ପରିଚୟ ସ୍ବତନ୍ତ୍ର ।  ଆସନ୍ତା ଅକ୍ଟୋବର ୭ ତାରିଖରେ ୭୦ତମ ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ତାଙ୍କୁ ଏହି ପୁରସ୍କାର ଦିଆଯିବ । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଘୋଷଣା କରିଛନ୍ତି ।ଆଗରୁ ସେ ପଦ୍ମ ଭୂଷଣ ବି ପାଇଛନ୍ତି। ୭୪ ବର୍ଷୀୟ ମିଥୁନ ଚକ୍ରବର୍ତ୍ତୀ ୩ ଶହରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି। ୮୦ ଓ ୯୦ ଦଶକରେ ସବୁଠୁ ଲୋକପ୍ରିୟ ଅଭିନେତା ଥିଲେ ମିଥୁନ। ହିନ୍ଦି, ବଙ୍ଗଳା ସହିତ ଅନେକ ଭାଷାର ଫିଲ୍ମରେ ସେ ଅଭିନୟ କହିଛନ୍ତି। ୧୯୭୬ରେ ଡେବ୍ୟୁ କରିଥିଲେ ମୃଗୟା ଫିଲ୍ମରେ। ଏଥିରେ ସେ ଜାତୀୟ ପୁରସ୍କାର ପାଇଥିଲେ। ପରେ ୧୯୯୨ରେ ତାହାଦେର୍ କଥା ଓ ୧୯୯୮ରେ ସ୍ଵାମୀ ବିବେକାନନ୍ଦ ଫିଲ୍ମ ପାଇଁ ସେ ଜାତୀୟ ପୁରସ୍କାର ପାଇଛନ୍ତି। ଡିସକୋ ଡାନସର ଫିଲ୍ମ ଜରିଆରେ ସେ ଆଧୁନିକ ନାଚକୁ ହିନ୍ଦି ଫିଲ୍ମରେ ଏଣ୍ଟ୍ରି କରାଇଥିଲେ। ତାଙ୍କ ପ୍ରମୁଖ ଫିଲ୍ମରେ ଅଛି ଅଗ୍ନିପଥ, ମୁଝେ ଇନସାଫ ଚାହିୟେ, ହମ୍ ସେ ହେ ଜମାନା, ପସନ୍ଦ ଅପନି ଅପନି, ଘର ଏକ ମନ୍ଦିର, ଗଙ୍ଗା ଯମୁନା ସରସ୍ବତୀ ଇତ୍ୟାଦି। ଫାଲକେ ପୁରସ୍କାର ପାଇଁ ତାଙ୍କ ନାଁ ଘୋଷଣା ହେବା ପରେ ମିଥୁନ ଚକ୍ରବର୍ତ୍ତୀ ବହୁତ ଖୁସି ପ୍ରକାଶ କରିଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
December 29, 2025, 8:33 AM
 

NE
Partly cloudy
17°C
1.8 m/s
Apparent: 19°C
Pressure: 1018 mb
Humidity: 84%
Winds: 1.8 m/s NE
Windgusts: 5.3 m/s
UV-Index: 1.7
Precip.: 0mm /0% / Rain
Sunrise: 6:21 AM
Sunset: 5:16 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

December 28, 2025

କିମିଆ କରିଛି ‘ହେ କଳା ବାନ୍ଧବ’

December 28, 2025
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

December 28, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom