• Latest
  • Trending

ବରିଷ୍ଠ ରାଜନେତା ସୀତାରାମ ୟେଚୁରୀଙ୍କ ପରଲୋକ

Sep-12-2024 04:22 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

May-07-2026 03:54 PM IST
ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

May-07-2026 02:56 PM IST
ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

May-07-2026 01:34 PM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
  • About
  • Careers
  • Contact Us
Thursday, May 7, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବରିଷ୍ଠ ରାଜନେତା ସୀତାରାମ ୟେଚୁରୀଙ୍କ ପରଲୋକ

by M M
Sep-12-2024 04:22 PM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା।ଅଗଷ୍ଟ ୧୯ ତାରିଖ ସନ୍ଧ୍ୟାରେ ନିମୋନିଆ ଯୋଗୁ ତାଙ୍କୁ ଏମ୍ସର ସ୍ୱତନ୍ତ୍ର ୱାର୍ଡରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରଥମେ ଆଇସିୟୁ ଓ ପରେ ଶ୍ୱାସକ୍ରିୟା ମେସିନ ଦ୍ୱାରା ତାସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ୟେଚୁରୀ ଗତ କିଛି ଦିନ ହେବ ଭେଣ୍ଟିଲେଟରରେ ଥିଲେ ଏବଂ ଡାକ୍ତରଙ୍କ ଏକ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ ।  ତାଙ୍କୁ ଅମ୍ଳଜାନ ଯୋଗାଇ ଦିଆଯାଉଥିଲା। ଏହାପୂର୍ବରୁ ୟେଚୁରୀଙ୍କ ମୋତିଆ ବିନ୍ଦୁ ଅପରେସନ ମଧ୍ୟ ହୋଇଥିଲା। ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ। ସେଠାରେ ଡାକ୍ତରଙ୍କ ସବୁ ପ୍ରକାରର ଉଦ୍ୟମ ସତ୍ତ୍ୱେ ଆଜି ସୀତାରାମ ୟେଚୁରୀ ଆଖି ବୁଜିଛନ୍ତି। ୟେଚୁରୀ ୨୦୧୫ରେ ପ୍ରକାଶ କରତଙ୍କ ସ୍ଥାନରେ ସିପିଏମ୍ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

୧୯୭୪ରେ ଷ୍ଟୁଡେଣ୍ଟ ଫେଡେରେସନ ଅଫ୍ ଇଣ୍ଡିଆରେ ସାମିଲ ହୋଇ ଛାତ୍ର ରାଜନୀତିରେ ପ୍ରବେଶ କରିଥିଲେ। ୧୯୭୭ରେ ଏମରଜେନ୍ସି ଘୋଷଣା ସମୟରେ ଗିରଫ ହେବା ପରେ ସେ JNUରୁ ପିଏଚଡି ପାଠ୍ୟକ୍ରମ ଶେଷ କରିବାରେ ସଫଳ ହୋଇପାରିନଥିଲେ।

ଜେଏନ୍‌ୟୁକୁ ବାମପନ୍ଥୀଙ୍କ ଗଡ଼ ଭାବେ ଉଭା କରିବାରେ ସୀତାରାମ ୟେଚୁରୀଙ୍କ ଅବଦାନ ଅନେକ ଥିଲା। ୨୦୦୫ରୁ ୨୦୧୭ ପଶ୍ଚିମବଙ୍ଗ ରାଜ୍ୟସଭା ସାଂସଦ ଥିଲେ ସୀତାରାମ। ୨୦୧୬ ମସିହାରେ ଶ୍ରେଷ୍ଠ ସାଂସଦ ଭାବେ ପୁରଷ୍କୃତ ହୋଇଥିଲେ ସୀତାରାମ ୟେଚୁରୀ।

Share196Tweet123
M M

M M

ଆଜିର ପାଗ

Bhubaneswar
May 7, 2026, 5:21 PM
 

S
Clear sky
32°C
2.4 m/s
Apparent: 36°C
Pressure: 1006 mb
Humidity: 63%
Winds: 2.4 m/s S
Windgusts: 14 m/s
UV-Index: 0.45
Precip.: 0mm /43% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom