• Latest
  • Trending
ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ବିଭିନ୍ନ ଦେଶର ନେତାଙ୍କ ଭାରତ ଗସ୍ତ

ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ବିଭିନ୍ନ ଦେଶର ନେତାଙ୍କ ଭାରତ ଗସ୍ତ

June 8, 2024
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

ବାସବରାଜୁ ଏନକାଉଁଟର,ଦୁଇ ଭାଇ: ଦୁଇ ଭିନ୍ନ ପଥ

May 27, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May 21, 2025
ଅମଲାତନ୍ତ୍ରରୁ  ନେତାଙ୍କ ଶାସନ ଆରମ୍ଭ

ଅମଲାତନ୍ତ୍ରରୁ ନେତାଙ୍କ ଶାସନ ଆରମ୍ଭ

May 21, 2025
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

May 20, 2025
୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

May 16, 2025
ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

May 16, 2025
  • About
  • Careers
  • Contact Us
Sunday, June 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ବିଭିନ୍ନ ଦେଶର ନେତାଙ୍କ ଭାରତ ଗସ୍ତ

by M M
June 8, 2024
in ଦେଶ ବିଦେଶ
0
ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ବିଭିନ୍ନ ଦେଶର ନେତାଙ୍କ ଭାରତ ଗସ୍ତ
491
SHARES
1.4k
VIEWS
Share on FacebookShare on Twitter

୨୦୨୪ ସାଧାରଣ ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ଅନୁଷ୍ଠିତ ହେବ । ଏହି ଅବସରରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗର ଅଞ୍ଚଳର ନେତାମାନଙ୍କୁ ବିଶିଷ୍ଟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।
ଶ୍ରୀଲଙ୍କା ରାଷ୍ଟ୍ରପତି ମହାମହିମ ଶ୍ରୀ ରାନିଲ ବିକ୍ରମସିଂହେ; ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଡକ୍ଟର ମହମ୍ମଦ ମୁଇଜ୍ଜୁ; ସେସେଲ୍ସର ଉପ ରାଷ୍ଟ୍ରପତି ମହାମହିମ ଶ୍ରୀ ଅହମ୍ମଦ ଅଫିଫ୍; ବାଂଲାଦେଶର ପ୍ରଧାନମନ୍ତ୍ରୀ ମହାମହିମ ଶେଖ ହସିନା; ମରିସସ୍ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ; ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’; ଏବଂ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ସେରିଙ୍ଗ ତୋବଗେ ଯୋଗ ଦେବା ପାଇଁ ଭାରତର ନିମନ୍ତ୍ରଣକୁ ସ୍ୱୀକାର କରିଛନ୍ତି ।

ଉପରୋକ୍ତ ନେତାମାନେ ଶପଥ ଗ୍ରହଣ ସମାରୋହରେ ଯୋଗଦେବା ସହ ସେହି ଦିନ ସନ୍ଧ୍ୟାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ରାଷ୍ଟ୍ରପତି ଭବନରେ ଆୟୋଜିତ ଭୋଜିରେ ଯୋଗ ଦେବେ।
କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ନେତାମାନଙ୍କ ଗସ୍ତ ଭାରତର ‘ପଡ଼ୋଶୀ ପ୍ରଥମ’ ନୀତି ଏବଂ ‘ସାଗର’ ଦୃଷ୍ଟିକୋଣକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

Weather

Bhubaneswar
June 8, 2025, 12:49 am
 

SE
Fog
28°C
0.4 m/s
Apparent: 36°C
Pressure: 1005 mb
Humidity: 93%
Winds: 0.4 m/s SE
Windgusts: 6.1 m/s
UV-Index: 0
Precip.: 5.1mm /45% / Rain
Sunrise: 5:05 am
Sunset: 6:25 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom