• Latest
  • Trending
ଝାଡଖଣ୍ଡରେ ଚାଲିଛି ଭୋଟିଂ

ଝାଡଖଣ୍ଡରେ ଚାଲିଛି ଭୋଟିଂ

Nov-13-2024 08:44 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-31-2025 09:06 AM IST

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

Dec-30-2025 06:47 PM IST
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

Dec-30-2025 03:15 PM IST
ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

Dec-30-2025 03:08 PM IST
ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

Dec-29-2025 07:03 PM IST

ଚାଷୀଙ୍କ ଆୟ ଦୁଇଗୁଣା କରିବା ସରକାରଙ୍କ ଲକ୍ଷ୍ୟ

Dec-29-2025 07:00 PM IST
ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

Dec-29-2025 03:22 PM IST

ଗଂଜାମରେ ବାଲି ଗାଡ଼ି ଧରିଲେ ମନ୍ତ୍ରୀ

Dec-29-2025 03:15 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-29-2025 09:52 AM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-29-2025 03:02 PM IST
  • About
  • Careers
  • Contact Us
Wednesday, December 31, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଝାଡଖଣ୍ଡରେ ଚାଲିଛି ଭୋଟିଂ

by M M
Nov-13-2024 08:44 AM IST
in ଦେଶ ବିଦେଶ, ରାଜନୀତି
0
ଝାଡଖଣ୍ଡରେ ଚାଲିଛି ଭୋଟିଂ
491
SHARES
1.4k
VIEWS
Share on FacebookShare on Twitter

ଆଜି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ସକାଳୁ ଆରମ୍ଭ ହୋଇଛି ମତଦାନ । ଭୋଟରମାନେ ଧାଡିବାନ୍ଧି ମତଦାନ କରୁଛନ୍ତି । ପ୍ରଥମ ପର୍ଯ୍ୟାୟରେ ୪୩ଟି ଆସନରେ ହେଉଛି ସିଧାସଳଖ ବିଜେପି-କଂଗ୍ରେସ ଓ ଜେଏମଏମ ମଧ୍ୟରେ ଲଢ଼େଇ । ମଇଦାନରେ ଅଛନ୍ତି ୬୮୫ ପ୍ରାର୍ଥୀ।

ପ୍ରଥମ ପର୍ଯ୍ୟାୟରେ ଯେଉଁ ପ୍ରମୁଖ ଆସନରେ ଭୋଟ ଗ୍ରହଣ ଚାଲିଛି ସେଥିରେ ହଜାରିବାଗ, ଜାମସେଦପୁର ପୂର୍ବ, ଜାମସେଦପୁର ପଶ୍ଚିମ, ଷଢ଼େଇକଳା, ଚାଇଁବାସା, ଜଗନ୍ନାଥପୁର, ଚକ୍ରଧରପୁର, ଖରସୁଆଁ ଓ ରାଞ୍ଚି ଆସନ ରହିଛି । ଏହି ସବୁ ଆସନରେ ହେଭିଓ୍ବେଟ ନେତାମାନେ ନିର୍ବାଚନ ଲଢ଼ୁଛନ୍ତି ।

ସକାଳ ୭ଟାରୁ ଭୋଟରମାନେ ମତଦାନ କରୁଛନ୍ତି । ଇଷ୍ଟ ସିଂହଭୂମ ଜିଲ୍ଲାରେ ସର୍ବାଧିକ ୬ଟି ବିଧାନସଭା କ୍ଷେତ୍ର ରହିଛି । ପଲାମୁ, ପଶ୍ଚିମ ସିଂହଭୂମ ଓ ରାଞ୍ଚି ଜିଲ୍ଲାରେ ୫ଟି ଆସନରେ ମତଦାନ ହେଉଛି । ମୋଟ ୧୫ ହଜାର ୩୪୪ ବୁଥ୍‌ ମଧ୍ୟରୁ ୨୨୫ଟି ବୁଥକୁ ସମ୍ବେଦନଶୀଳ ବୋଲି ଚିହ୍ନଟ କରାଯାଇଛି । ନିର୍ବାଚନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ପ୍ରଥମ ପର୍ଯ୍ୟାୟରେ ସବୁଠୁ ଗୁରୁତ୍ବପୂର୍ଣ୍ଣ ଆସନ ଷଢ଼େଇକଳାରୁ ନିର୍ବାଚନ ଲଢୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଚମ୍ପେଇ ସୋରେନ। ନିର୍ବାଚନ ପୂର୍ବରୁ ଚମ୍ପେଇ ଜେଏମଏମ ଛାଡ଼ି ପଦ୍ମ ଧରିଥିଲେ। କୁହାଯାଉଛି ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ବାଧ୍ୟ କରାଯିବାରୁ ସେ ଅସନ୍ତୁଷ୍ଟ ହୋଇ ବିଜେପିରେ ସାମିଲ ହୋଇଛନ୍ତି। ତାଙ୍କ ନିଜର ଏକ ବଡ଼ ସଂଗଠନ ରହିଛି । ରାଞ୍ଚିରୁ ନିର୍ବଚନ ଲଢୁଛନ୍ତି ଜେଏମଏମର ରାଜ୍ୟସଭା ସଦସ୍ୟ ମହୁଆ ମାନଜୀ ।

ଜାମସେଦପୁର ପଶ୍ଚିମ ଆସନରୁ ଲଢୁଛନ୍ତି କଂଗ୍ରେସ ନେତା ତଥା ଝାଡ଼ଖଣ୍ଡର ସ୍ବାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତା । ତାଙ୍କ ବରୋଧରେ ପ୍ରାର୍ଥୀ ହୋଇଛନ୍ତି ଜେଡିୟୁର ସରଜୂ ରୟ । ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କୁ ୨୦୧୯ ନିର୍ବାଚନରେ ହରାଇଥିଲେ ସରଜୂ ରୟ । ସେହିଭଳି ଜାମସେଦପୁର ପୂର୍ବ ଆସନରେ ପ୍ରାର୍ଥୀ ହୋଇଛନ୍ତି କଂଗ୍ରେସ ହେଭିୱେଟ ଅଜୟ କୁମାର । ବିଜେପି ପ୍ରାର୍ଥୀ ତଥା ରଘୁବରଙ୍କ ବୋହୂ ପୂର୍ଣ୍ଣିମା ଦାସଙ୍କ ସହିତ ତାଙ୍କର ସିଧାସଳଖ ଫାଇଟ୍‌ ଚାଲିଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
December 31, 2025, 12:17 PM
 

NE
Mainly clear
23°C
1.9 m/s
Apparent: 26°C
Pressure: 1013 mb
Humidity: 62%
Winds: 1.9 m/s NE
Windgusts: 4.7 m/s
UV-Index: 6
Precip.: 0mm /0% / Rain
Sunrise: 6:21 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

December 31, 2025

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

December 30, 2025
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

December 30, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom