• Latest
  • Trending
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

August 1, 2024

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
  • About
  • Careers
  • Contact Us
Thursday, August 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

by M M
August 1, 2024
in ଦେଶ ବିଦେଶ, ବଡ଼ ଖବର, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା । କାଦୁଅ ମାଟିରେ ଏବେ ବି ଚାଲିଛି ଜୀବନର ସନ୍ଧାନ । ସେନା ଓ ଏନଡିଆରଏଫ ଉଦ୍ଧାରକାମ ଜାରି ରଖିଛନ୍ତି । ତେବେ ବର୍ଷାକୁ ନେଇ ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ସତର୍କ କରିଥିଲା କେନ୍ଦ୍ର । କିନ୍ତୁ ଏହାକୁ ଖାତିର କରିନଥିଲେ କେରଳ ସରକାର । ଏନେଇ ଦୁଃଖପ୍ରକାଶ କରିବା ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କେରଳ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଓଡ଼ିଶା , ଗୁଜରାଟ ଭଳି ରାଜ୍ୟ ଆଗୁଆ ସୂଚନାକୁ ନେଇ ସତର୍କ ରହୁଥିବା ବେଳେ କେରଳ ସରକାରଙ୍କ ଖାମଖିଆଲି ମନୋଭାବ ଅନେକ ଲୋକଙ୍କ ପ୍ରାଣହାନୀ ଘଟାଇଥିବା ସେ କହିଛନ୍ତି ।

ପାହାଡ଼ ଧସିଯିବାରୁ କେତେକ ଗାଁ ମାଟି ତଳେ ରହିଯାଇଛି । ଏବେ ସୁଦ୍ଧା 250 ଲୋକଙ୍କ ଜୀବନ ଚାଲିଯାଇଥିବା ସୂଚନା ମିଳିଛି । ସେହିପରି 240 ଜଣ ନିଖୋଜ ଅଛନ୍ତି, ସେମାନଙ୍କ କୌଣସି ଖୋଜ ଖବର କି ପତ୍ତା ମିଳୁନାହିଁ । ପ୍ରଭାବିତଙ୍କୁ ଅସ୍ଥାୟୀ ଶିବିରରେ ରଖାଯାଇଛି । ୱାୟନାଡର ଭୟଙ୍କର ଭୁସ୍ଖଳନରେ ଗୋଟିଏ ସ୍ଥାନରୁ ଅନ୍ୟସ୍ଥାନ ବିଚ୍ଛିନ୍ନ ହେବା ଯୋଗୁଁ ଯୋଗାଯୋଗ ଓ ଯାତାୟତ ବେଶ ବାଧାପ୍ରାପ୍ତ ହୋଇପଡିଛି । ତେଣୁ ଅସ୍ଥାୟୀ ପୋଲ କରି  ଉଦ୍ଧାର କାର୍ଯ୍ୟ ଚାଲିଛି । କେରଳ ପୁଲିସ, ଏନଡିଆରଏଫ ଟିମ ଓ ଭାରତୀୟ ବାୟୁସେନା ଉଦ୍ଧାରକାର୍ଯ୍ୟ ଜାରି ରଖିଛି । ଭୁସ୍ଖଳନ ପ୍ରଭାବିତଙ୍କ ପାଇଁ ଶତାଧିକ ଅସ୍ଥାୟୀ ଶିବିର ବନ୍ଦୋବସ୍ତ କରାଯିବା ସହ ୫ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ।

Tags: newsroomodisha
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

Weather

Bhubaneswar
August 7, 2025, 5:28 pm
 

S
Slight rain showers
28°C
1.3 m/s
Apparent: 35°C
Pressure: 1004 mb
Humidity: 91%
Winds: 1.3 m/s S
Windgusts: 5.9 m/s
UV-Index: 0
Precip.: 10.2mm /93% / Rain
Sunrise: 5:23 am
Sunset: 6:20 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom