• Latest
  • Trending
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-21-2025 12:19 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

Oct-20-2025 11:12 AM IST
ଦୀପାବଳି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଦୀପାବଳି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

Oct-20-2025 10:18 AM IST
ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

Oct-20-2025 09:53 AM IST
ଆଜିର ପାଣିପାଗ, କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା

ଆଜିର ପାଣିପାଗ, କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା

Oct-20-2025 07:18 AM IST
ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ

Oct-20-2025 07:00 AM IST
  • About
  • Careers
  • Contact Us
Tuesday, October 21, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

by M M
Oct-21-2025 12:19 PM IST
in ଆଜିର ପାଗ
0
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା
491
SHARES
1.4k
VIEWS
Share on FacebookShare on Twitter

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଗାମୀ ୩୬ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗର ଉପରେ ଅବପାତର ରୂପ ନେବ। ଏହାର ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଓଡ଼ିଶାରେ  କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଜୁଳି,ବଜ୍ରପାତ ସହିତ ପବନ ୩୦-୪୦ କି.ମି./ଘଣ୍ଟା ବହିବାର ସମ୍ଭବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।  ଏହି ଅବପାତ ଯୋଗୁଁ ରାଜ୍ୟରେ ଆସନ୍ତା ୫ରୁ ୭ ଦିନ ବର୍ଷା ହେବ । କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ହେବାର ମଧ୍ୟ ସତର୍କ ସୂଚନା ଦିଆଯାଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଅନୁଭୂତ ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ । ଆସନ୍ତାକାଲି ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ । ୨୨ ଓ ୨୩ ତାରିଖରେ ଉପକୂଳବର୍ତ୍ତୀ ଓ ଦକ୍ଷିଣର ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ୨୪ ତାରିଖ ବେଳକୁ ବର୍ଷା ବଢିବାର ସମ୍ଭାବନା ରହିଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 21, 2025, 4:02 PM
 

ENE
Partly cloudy
30°C
2.1 m/s
Apparent: 31°C
Pressure: 1010 mb
Humidity: 97%
Winds: 2.1 m/s ENE
Windgusts: 8.9 m/s
UV-Index: 0
Precip.: 0mm /53% / Rain
Sunrise: 5:43 AM
Sunset: 5:18 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

October 21, 2025
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

October 21, 2025
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

October 21, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom