• Latest
  • Trending
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

Oct-25-2025 09:21 AM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Monday, March 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

by M M
Oct-25-2025 09:21 AM IST
in ଆଜିର ପାଗ
0
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ
499
SHARES
1.4k
VIEWS
Share on FacebookShare on Twitter

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୨୭ ତାରିଖରେ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି। ତେବେ ଏହା କେତେ ଭୟଙ୍କର ହେବ, ‌ଗତିପଥ କେଉଁଆଡ଼େ ରହିବ ଓ କେଉଁଠାରେ ଏହା ସ୍ଥଳଭାଗକୁ ଛୁଇଁବ, ସେ ସଂକ୍ରାନ୍ତରେ ଏବେ କୌଣସି ସ୍ପଷ୍ଟ ସୂଚନା ନାହିଁ। ଆଇଏମ୍‌ଡିର ସ୍ବତନ୍ତ୍ର ବୁଲେଟିନ୍‌ ଅନୁଯାୟୀ, ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ ।  ସୋମବାର ,୨୭ ତାରିଖ ସକାଳ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଏହାର ଗତିପଥ ସୃଷ୍ଟି କରିବ । ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ।

ବାତ୍ୟାଟି ବିଶେଷତଃ ଆନ୍ଧ୍ର ପ୍ରଦେଶ ସଂଲଗ୍ନ ଉପକୂଳରେ ସ୍ଥଳ ଭା‌ଗ ଛୁଇଁପାରେ ।  ଅବପାତର ରୂପ ନେବା ପରେ ଚିତ୍ର ସ୍ପଷ୍ଟ ହେବ ବୋଲି କୁହାଯାଉଛି। ବାତ୍ୟାର ନାମ ‘ମୋନ୍ଥା’ ରଖାଯାଇଛି । ଯାହାର ଅର୍ଥ ହେଉଛି ‘ସୁଗନ୍ଧିତ ଫୁଲ’ ବା ‘ସୁନ୍ଦର ଫୁଲ’। ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ  ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଯାହା ୨୭ ତାରିଖରେ ଜଣାପଡ଼ିବ ଏହାର ଗତି କେଉଁଆଡେ ହେବ । ୨୮ ତାରିଖରେ ବାତ୍ୟା ଅଧିକ ଘନୀଭୂତ ହେବ । ତେବେ ବିପଦ ନଥିବା କହିଛନ୍ତି ଶରତ ସାହୁ ।  ଝଡ଼ର ପ୍ରଭାବ ଓଡ଼ିଶା ଉପକୂଳକୁ ମୁହାଁଇବ କି ନାହିଁ ଆଉ ଦୁଇ ଦିନ ପରେ ଜଣାପଡ଼ିବ ।

Share200Tweet125
M M

M M

ଆଜିର ପାଗ

Bhubaneswar
March 9, 2026, 2:06 AM
 

S
Partly cloudy
25°C
2 m/s
Apparent: 30°C
Pressure: 1012 mb
Humidity: 84%
Winds: 2 m/s S
Windgusts: 9.1 m/s
UV-Index: 0
Precip.: 0mm /0% / Rain
Sunrise: 6:00 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom