• Latest
  • Trending
କିଛି ସ୍ଥାନରେ ବର୍ଷା ହେବ

କିଛି ସ୍ଥାନରେ ବର୍ଷା ହେବ

Oct-12-2025 08:39 AM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

କିଛି ସ୍ଥାନରେ ବର୍ଷା ହେବ

by M M
Oct-12-2025 08:39 AM IST
in ଆଜିର ପାଗ
0
କିଛି ସ୍ଥାନରେ ବର୍ଷା ହେବ
491
SHARES
1.4k
VIEWS
Share on FacebookShare on Twitter

ଆଜି ଓଡ଼ିଶାରେ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ବିଶେଷକରି ଘୂର୍ଣ୍ଣିବଳୟର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଅଞ୍ଚଳରେ ଏହା ଅଧିକ ଦେଖାଯିବ। ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି – ଏହି ଜିଲ୍ଲାମାନଙ୍କରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଧିକ।  ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଡେଓଗଡ଼, ସମ୍ବଲପୁର, ଝାରସୁଗୁଡ଼ା – ଏହି ଅଞ୍ଚଳରେ ମଧ୍ୟ ବର୍ଷା ସହ ଘଡ଼ଘଡ଼ି ମାରିବାର  ସମ୍ଭାବନା ଅଛି। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଅନଗୁଳ, ଢ଼େଙ୍କାନାଳର ବର୍ଷା ହେବ ।  କୋରାପୁଟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି  ।  ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ ଶୁଖିଲା ରହିବ । ଆସନ୍ତା ୨ରୁ ୩ ଦିନ ଭିତରେ ଓଡ଼ିଶାରୁ ମୌସୁମୀ ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଯିବ। ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶର ଅବଶିଷ୍ଟ ଅଞ୍ଚଳରୁ ମୌସୁମୀ ଫେରିବା ନେଇ ପାଣିପାଗ ଅନୁକୂଳ ହୋଇଛି। ଏଥିସହ ଝାଡ଼ଖଣ୍ଡ ଓ ଛତିଶଗଡ଼ରୁ ସମ୍ପୂର୍ଣ୍ଣ ଭାବେ ଏବଂ ପଶ୍ଚିମବଙ୍ଗ, ସିକିମ୍‌, ଓଡ଼ିଶା ଓ ତେଲେଙ୍ଗାନାର କିଛି କିଛି ଅଞ୍ଚଳରୁ ଆସନ୍ତା ୨ରୁ ୩ ଦିନ ଭିତରେ ମୌସୁମୀ ଫେରିଯିବ। ଏଥିସହ ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ରହିଛି।

Share196Tweet123
M M

M M

ଆଜିର ପାଗ

Bhubaneswar
February 8, 2026, 2:07 AM
 
E
Partly cloudy
19°C
0.8 m/s
Apparent: 23°C
Pressure: 1015 mb
Humidity: 95%
Winds: 0.8 m/s E
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom