• Latest
  • Trending

ଭାରତ ଆଗରେ ୨୪୧ ରନ୍‌ର ଲକ୍ଷ୍ୟ ରଖିଲା ଶ୍ରୀଲଙ୍କା

Aug-04-2024 06:29 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଭାରତ ଆଗରେ ୨୪୧ ରନ୍‌ର ଲକ୍ଷ୍ୟ ରଖିଲା ଶ୍ରୀଲଙ୍କା

by M M
Aug-04-2024 06:29 PM IST
in ଖେଳ
0
491
SHARES
1.4k
VIEWS
Share on FacebookShare on Twitter

କଲମ୍ବୋ: ୨ୟ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତ ଆଗରେ ବିଜୟ ପାଇଁ  ୨୪୧ ରନର ଲକ୍ଷ୍ୟ ରଖିଛି ଶ୍ରୀଲଙ୍କା। ପ୍ରଥମରୁ ଶ୍ରୀଲଙ୍କାର ରନ୍ ଧିମା ରହିଥିଲା ବେଳେ ମଝିରେ ରନ ରେଟ କମିଯାଇଥିଲା । ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଓପନର ପ୍ରଥୁମ ନିଶଙ୍କା ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଯାଇଥିଲେ। ତେବେ କୁଶଲ ମେଣ୍ଡିସ ଓ ଅଭିଷ୍କା ଫର୍ନାଣ୍ଡୋ ଲଢୁଆ ବ୍ୟାଟିଂ କରି ସ୍କୋରକୁ ଆଗେଇ ନେଇଥିଲେ। ମେଣ୍ଡିସ ୩୦ ଓ ଫର୍ନାଣ୍ଡୋ ୪୦ ରନ କରିଥିଲେ। ମଧ୍ୟକ୍ରମ ବ୍ୟାଟରମାନେ ବଡ଼ ଯୋଗଦାନ ଦେଇପାରିନଥିଲେ ବି ଦୁନିଥ ଓ୍ବାଲାଲାଙ୍ଗେ ୩୯ ରନ ଓ କାମିଣ୍ଡୁ ମେଣ୍ଡିସ ୪୦ ରନ କରିଥିଲେ। ଫଳରେ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୯ ଓ୍ବିକେଟ ହରାଇ ୨୪୦  ରନ କରିପାରିଥିଲା । ଭାରତ ପକ୍ଷରୁ ଓ୍ବାସିଂଟନ ସୁନ୍ଦର ସର୍ବାଧିକ ୩ଟି ୱିକେଟ୍‌ ନେଇଥିଲେ। କୁଳଦୀପ ଯାଦବଙ୍କୁ ୨ଟି ଓ୍ବିକେଟ ନେଇଥିବା ବେଳେ ମହମ୍ମଦ ସିରାଜ ଓ ଅକ୍ଷର ପଟେଲ ଗୋଟିଏ ଲେଖାଏଁ ୱିକେଟ୍‌ ଅକ୍ତିଆର କରିଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 12:56 PM
 

S
Mainly clear
34°C
3.7 m/s
Apparent: 31°C
Pressure: 1007 mb
Humidity: 97%
Winds: 3.7 m/s S
Windgusts: 10.8 m/s
UV-Index: 0
Precip.: 0mm /35% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom